ଆସନ୍ତାକାଲି ଜଗତସିଂହପୁରରେ ସମସ୍ତ ସ୍କୁଲ ବନ୍ଦ
ଜଗତସିଂହପୁର: ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ୍ ବନ୍ଦ ରହିବ। ପ୍ରବଳ ବର୍ଷାରେ ଛାତ୍ରଛାତ୍ରୀଙ୍କ ଯାତାୟାତ ଓ ସୁରକ୍ଷାକୁ ନଜରରେ ରଖି…