ବାଙ୍କୀପୁର ବିଧାନସଭା ଉପନିର୍ବାଚନରେ ବାଜି ମାରିଲେ ପ୍ରଶାନ୍ତ କିଶୋର, ଭାଙ୍ଗିଲା ବିଜେପିର ୩୦ ବର୍ଷର ଦୁର୍ଗ
ବିହାର : ବିହାର ବାଙ୍କୀପୁର ବିଧାନସଭା ଉପନିର୍ବାଚନରେ ବାଜି ମାରିଲେ ପ୍ରଶାନ୍ତ କିଶୋର । ବାଙ୍କୀପୁରରୁ ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ କିଶୋର ବିଜୟ ପାଇଛନ୍ତି । ବିଜେପି ପ୍ରାର୍ଥୀ ନୀରଜ କୁମାରଙ୍କୁ ହରାଇଛନ୍ତି ପ୍ରଶାନ୍ତ କିଶୋର । ୧୮୯୫୧…