Author: iodishaadmin

ଯୁଦ୍ଧବିରତିକୁ ୪୫ ଦିନକୁ ବୃଦ୍ଧି କଲା ଆମେରିକା

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ଆମେରିକା ମଧ୍ୟସ୍ଥତାରେ ୱାଶିଂଟନରେ ଦୁଇ ଦିନିଆ ଉଚ୍ଚସ୍ତରୀୟ ଆଲୋଚନା ପରେ ଇସ୍ରାଏଲ ଏବଂ ଲେବାନନ ସେମାନଙ୍କର ଅସ୍ତ୍ରବିରତିକୁ ଆଉ ୪୫ ଦିନ ପାଇଁ ବୃଦ୍ଧି…

କେଜରିୱାଲଙ୍କ ସମେତ ୭ଜଣଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଅନିୟମିତତା ମାମଲାରେ ଅଭିଯୁକ୍ତ ଆପ୍ ଆବାହକ ଅରବିନ୍ଦ କେଜରିୱାଲ ଓ ଅନ୍ୟ ୬ ଆପ୍ ନେତାଙ୍କ ବିରୋଧରେ ଦିଲ୍ଲୀ ହାଇକୋର୍ଟ ଅଦାଲତ ଅବମାନନା ମାମଲା ରୁଜୁ କରିଛନ୍ତି। ନ୍ୟାୟପାଳିକା ବିରୋଧରେ ଅଭିଯୁକ୍ତମାନେ ଯୋଜନାବଦ୍ଧ ଭାବେ ଅପପ୍ରଚାର…

କାନ୍ଥ ପଡି ଶ୍ରମିକ ମୃତ

ପୁରୀ : ନିର୍ମାଣଧୀନ କାନ୍ଥ ପଡି ଶ୍ରମିକ ମୃତ । ପୁରୀ ଚକ୍ରତୀର୍ଥ ରୋଡରେ ଘଟିଛି ଏପରି ଅଭାବନୀୟ ଘଟଣା । ନିର୍ମାଣାଧୀନ ଲଜ୍ ର କାନ୍ଥ ପଡି ଶ୍ରମିକ ମୃତ । ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତଦେହ କରିଛନ୍ତି…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ

ଭୁବନେଶ୍ୱର : ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ବର୍ଷର କାରାଦଣ୍ଡାଦେଶ । ଶୁଣାଇଲେ ଯାଜପୁରର ପୋକ୍ସୋ ସ୍ବତନ୍ତ୍ର କୋର୍ଟ । ଧରମ ଝିଅକୁ ୫ ମାସ ଗର୍ଭବତୀ କରି ୨୦ବର୍ଷ ପାଇଁ ଜେଲ ଗଲେ ଦିବ୍ୟାଙ୍ଗ ଧରମ ବାପା । ୨୦୨୫ ମସିହା ଯାଜପୁର…

ତରଭୁଜ ନେଲା ଶିଶୁର ଜୀବନ, ୪ ଗୁରୁତର

କେନ୍ଦ୍ରାପଡା : ତରଭୁଜ ଖାଇ ଗଲା ଜୀବନ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇର କୁପୁଣି ଗାଁରେ ଅଘଟଣ । ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ଶିଶୁ ମୃତ । ଆଉ ଜଣେ ଶିଶୁ ସମେତ ୪ ଅସୁସ୍ଥ ଅଛନ୍ତି ।…

ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ସଅଳ ଆସିଲା ମୌସୁମୀ । ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଆଣ୍ଡାମାନ ଛୁଇଁଛି । ଦକ୍ଷିଣପୂର୍ବ ଆରବ ସାଗର, ଦକ୍ଷିଣପଶ୍ଚିମ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗର କିଛି ଅଂଶ, ଆଣ୍ଡାମାନ ସାଗରର ଅଧିକାଂଶ ଅଂଶକୁ…

ଛଅ ବର୍ଷର ଶିଶୁକନ୍ୟାଙ୍କୁ ଦୁଷ୍କର୍ମ ଅଭିଯୋଗ

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରିରେ ପୁଣି ଲଜ୍ଜା । ଛଅ ବର୍ଷର ଶିଶୁକନ୍ୟାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ । ବୁଧବାର ବାତ୍ୟା ଆଶ୍ରୟସ୍ଥଳୀରେ ସାଙ୍ଗଙ୍କ ସହ ଖେଳୁଥିବା ବେଳେ କୁରୁକୁରି ଦେବାକୁ କହି ଡାକିଥିଲା ଅଭିଯୁକ୍ତ। ଶୌଚାଳୟକୁ ଡ଼ାକି ୨୫ ବର୍ଷର…

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଲାଗିବ ନୂଆ କବାଟ

ପୁରୀ: ଶ୍ରୀମନ୍ଦିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ । ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ଲାଗିବ ନୂଆ କବାଟ । ହସ୍ତୀ ଦ୍ୱାର ତଥା ଉତ୍ତରଦ୍ୱାର ଗୁମୁଟରେ ଲାଗିବ ନୂଆ ପିତ୍ତଳରେ ଆଚ୍ଛାଦିତ ବର୍ମାଟିକ କାଠରେ ପ୍ରସ୍ତୁତ କବାଟ । ଏହା ଦେଖିବା ପାଇଁ…

ପିକଅପ ଭ୍ୟାନ ଓଲଟି, ୨୭ରୁ ଅଧିକ ଶ୍ରମିକ ଗୁରୁତର

ବାସୁଦେବପୁର: ପିକଅପ ଭ୍ୟାନରୁ ଓଲଟି ୨୭ରୁ ଅଧିକ ଶ୍ରମିକ ଗୁରୁତର। ଭଦ୍ରକ ଜିଲ୍ଲା ବାସୁଦେବପୁର ରାସ୍ତାର ବେକମୁଡି ଛକ ନିକଟରେ ଭାରସାମ୍ୟ ହରାଇ ନୟନଯୋଡିକୁ ଓଲଟିଲା ପିକଅପ ଭ୍ୟାନ । ତା ମଧ୍ୟରେ ଥିବା ୨୭ରୁ ଅଧିକ ଶ୍ରମିକ ଗୁରୁତର ।…

ଡିଜେଲ ଅଭାବରୁ ଚିଲିକାରେ ଫସିଲେ ମତ୍ସ୍ୟଜୀବୀ

ପିପିଲି: ଡିଜେଲ ଅଭାବରୁ ସମୁଦ୍ର ମଝିରେ ଫସିଲେ ମତ୍ସ୍ୟଜୀବୀ । ଚିଲିକାକୁ ମାଛ ଧରିବାକୁ ଯାଇ କଣାସ ଅଞ୍ଚଳର ଅନେକ ମତ୍ସ୍ୟଜୀବୀ ଫସିଛନ୍ତି । ଚିଲିକା ଭିତରେ ଥିବା ଛୋଟ ଟାପୁରେ ଆଶ୍ରୟ ନେଇଛନ୍ତି । କଣାସ ଜାଗୁଳାଇପଦର ଠାରୁ ୮…