ଗୁଜବ ଉପରେ ଗୁରୁତ୍ବ ଦିଅନ୍ତୁ ନାହିଁ, ପେଟ୍ରୋଲ ସଙ୍କଟ ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରିତିକ୍ରିୟା
ଭୁବନେଶ୍ୱର : ରାଜ୍ୟରେ ତେଲର ଅଭାବ ନାହିଁ । ଆହୁରି ୧୩ ଦିନ ତେଲ ମହଜୁଦ ଅଛି। ପେଟ୍ରୋଲ ସଙ୍କଟ ନେଇ ପ୍ରିତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ । ପାରାଦୀପରେ ତେଲ ରିଫାଇନାରି ଅଛି । ଅସାଧୁ ବେପାରୀଙ୍କ ଉପରେ ନଜର…