ଯୁବକଙ୍କୁ ଅଧ କିଲୋମିଟର ଘୋଷାଡ଼ି ନେବା ପରେ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼
ସୁନ୍ଦରଗଡ଼: ସୁନ୍ଦରଗଡ଼ ଭଷ୍ମା ଥାନା ଅଞ୍ଚଳରେ ବର୍ବରତା ! । ଯୁବକଙ୍କୁ ଘୋଷାଡ଼ି ନେଇ ଖୁଣ୍ଟରେ ବାନ୍ଧି ନିର୍ଧୁମ ଛେଚିଲେ । ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଅଞ୍ଚଳରେ ବର୍ବର ଘଟଣା ଘଟିଛି। ମୃତ୍ୟୁ ମୁଖରୁ ଫେରି ଆସିଛନ୍ତି ମଣ୍ଟୁ ଶତନାମୀ…