ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିବା ଘଟଣା: କଣାସ ଥାନାର ୩ ଏଏସ୍ଆଇଙ୍କ ବଦଳି, ୪ ଗିରଫ
ପିପିଲି : ପୁରୀ ଜିଲ୍ଲା କଣାସରେ ମାଛ ବଜାରରେ ଯୁବକଙ୍କୁ ଗୋଡାଇ ଗୋଡାଇ ପନିକିରେ ହାଣିବା ଘଟଣା। କଣାସ ଥାନାର ୩ ଏଏସ୍ଆଇଙ୍କୁ ପୁରୀ ଏସ୍ପି ବଦଳି କରିଛନ୍ତି। ଜୁମର ବିଶ୍ଵାଳ, ସଞ୍ଜୟ ପାଟ୍ଟଶାଣୀ ଓ ସନ୍ତୋଷ ଉଦୟସିଂହଙ୍କୁ ଅସ୍ତରଙ୍ଗ, କାକଟପୁର…