Author: iodishaadmin

ରବି ଧାନ ବିକ୍ରି ନ ହେବାରୁ ସମବାୟ ସମିତି ଆଗରେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ଦୋବଲ : ରବି ଧାନ ବିକ୍ରିକୁ ନେଇ ଦୀର୍ଘଦିନ ଧରି ହଇରାଣ ହେବା ପରେ ଜଣେ ଚାଷୀ ସମବାୟ ସମିତି ଆଗରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଘଟଣା ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଚାଷୀ ଜଣକ ହେଲେ…

ଡାକ୍ତରଙ୍କ ଦୀର୍ଘକାଳୀନ ଅନୁପସ୍ଥିତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଡାକ୍ତରମାନଙ୍କର ଦୀର୍ଘକାଳୀନ ଅନୁପସ୍ଥିତି ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି…

ବ୍ରାହ୍ମଣୀରେ ନାହିଁ ପାଣି; ୨୬ଟି କଲୋନୀକୁ ଜଳ ଯୋଗାଣ ଠପ୍‌

ତାଳଚେର:ବ୍ରାହ୍ମଣୀ ନଦୀରେ ପାଣି ନ ଥିବାରୁ ତାଳଚେରର ୨୬ଟି କଲୋନୀ ଅଞ୍ଚଳକୁ ଜଳଯୋଗାଣ ଠପ୍‌ ହୋଇଯାଇଛି। ପାଣି ଯୋଗାଣ ବନ୍ଦ ହେବା ଦ୍ବାରା ୧ ଲକ୍ଷ ୧୫ ହଜାର ପାଇପ୍‌ ସଂଯୋଗଧାରୀ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତାଳଚେରରେ ୮ଟି…

ଶାନ୍ତିି ଚୁକ୍ତି ପୂର୍ବରୁ ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଧମକ

ୱାଶିଂଟନ : ଶାନ୍ତିି ଚୁକ୍ତି ପୂର୍ବରୁ ଇରାନକୁ ଧମକାଇଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅବସାନ ପାଇଁ ଉଭୟ ଦେଶ ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷର ହେବାକୁ ଥିବା ବେଳେ ଏହା ଉପରେ ବିଶ୍ବବାସୀଙ୍କ…

ଖୁବ୍‌ଶୀଘ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ !

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଅଦଳବଦଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଜନା କରୁଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ବିଜେପି ସାଂଗଠନିକ ସ୍ତରରେ ପରିବର୍ତ୍ତନ ଓ ରାଜ୍ୟସଭା ଆସନ ନିମନ୍ତେ ନାମାଙ୍କନପତ୍ର ଦାଖଲ ଏହି ଚର୍ଚ୍ଚାକୁ ଖୋରାକ୍‌…

ପାଟନାରେ ବଦଳିବ ପ୍ରସ୍ତାବିତ ଟାଉନସିପର ନାମ, ଘୋଷଣା କଲେ ବିହାର ମୁଖ୍ୟମନ୍ତ୍ରୀ

ବିହାର : ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏକ ବଡ଼ ଘୋଷଣା କରିଛନ୍ତି । ବିହାରର ରାଜଧାନୀ ପାଟନାରେ ପ୍ରସ୍ତାବିତ ଟାଉନଶିପ୍‌ର ନାମ ଏବେ ପାଟଳିପୁତ୍ର ହେବ । ସହଯୋଗ ଶିବିର ସମୟରେ ଫୁଲୱାରୀ ଶରିଫର ନଦିୟାୱାଁରେ ଲୋକମାନଙ୍କୁ ସମ୍ବୋଧନ କରି…

ସରକାରଙ୍କ ଅସ୍ଥାୟୀ ବ୍ୟାନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ , ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲା ଟେଲିଗ୍ରାମ

ନୂଆଦିଲ୍ଲୀ : ନିଟ୍ ପରୀକ୍ଷା ପୂର୍ବରୁ କୋର୍ଟରେ ପହଞ୍ଚିଲା ଟେଲିଗ୍ରାମ୍ । ସରକାରଙ୍କ ଅସ୍ଥାୟୀ ବ୍ୟାନ ନିଷ୍ପତ୍ତିକୁ ଟେଲିଗ୍ରାମର ଚ୍ୟାଲେଞ୍ଜ । ନିଟ୍-ୟୁଜି ପୁନଃ ପରୀକ୍ଷାର କିଛିଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଲଗାଯାଇଥିବା ସାମୟିକ ବ୍ୟାନକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ…

୬ ମାସ ଲିଭ-ଇନରେ ରହିବା ପରେ ପ୍ରେମିକାକୁ ହତ୍ୟା କଲା ପ୍ରେମିକ

ବେଙ୍ଗାଲୁରୁ : କାଳ ସାଜିଲା ଇନଷ୍ଟାଗ୍ରାମ ପ୍ରେମ । ୬ ମାସର ଲିଭ-ଇନ-ରିଲେସନସିପ ଆଉ ତା’ପରେ ହତ୍ୟା । ଏମିତି ଘଟଣା ବେଙ୍ଗାଲୁରୁରେ ଘଟିଛି । ମଲ୍ଲେଶ୍ବରମ ଅଞ୍ଚଳରେ ୨୭ ବର୍ଷୀୟ ଯୁବକ ନିଜର ୨୦ ବର୍ଷୀୟ ଲିଭ-ଇନ ପାର୍ଟନରକୁ ହତ୍ୟା…

ଟ୍ରକରୁ ଧକ୍କା ଦେଲା ବସ୍, ୬ ମୃତ, ୨୦ ଆହତ

ଭଡୋଦରା: ଗୁଜରାଟର ଭଡୋଦରା-ଜରୋଦ୍ ରାସ୍ତାରେ ବୁଧବାର ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । କୋଟାମ୍ବି ଗାଁ ନିକଟରେ ହାଇୱେରେ ଏକ ବସ୍ ସହିତ ଟ୍ରକ୍ ଧକ୍କା ହୋଇଛି । ଘଟଣାସ୍ଥଳରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ବସରେ…

ଜି-୭ ଶିଖର ସମ୍ମିଳନୀରେ ଭାରତୀୟ ନାବିକଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ ଉଠାଇଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି। ଏହି ବହୁ ପ୍ରତୀକ୍ଷତ ସାକ୍ଷାତ ସମୟରେ ଦୁଇ ନେତା ଉଭୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ କଥାବାର୍ତ୍ତା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର…