Author: iodishaadmin

କଟକରେ ୩ ଦିନ ସ୍କୁଲ ଛୁଟି, ଜାରି ରହିବ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା

କଟକ: କଟକରେ ୩ ଦିନ ସ୍କୁଲ ଛୁଟି । ପ୍ରବଳ ଖରାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ୨୧, ୨୨ ଓ ୨୩ ତାରିଖ ଜିଲ୍ଲାର ସବୁ ସ୍କୁଲ ଛୁଟି । ଶିଶୁବାଟିକାଠାରୁ ଦ୍ବାଦଶ ଶ୍ରେଣୀ ଯାଏ…

ନୌସେନା ପ୍ରଶିକ୍ଷଣ କେନ୍ଦ୍ର ଚିଲିକାରୁ ଅଗ୍ନିବୀର ପ୍ରଶିକ୍ଷାର୍ଥୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଣପୁର: ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ର ଚିଲିକାରୁ ଜଣେ ଅଗ୍ନିବୀର ପ୍ରଶିକ୍ଷାର୍ଥୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଉଛି। ଏନେଇ ପରିବାର ପକ୍ଷରୁ ଗତକାଲି ବାଲୁଗାଁ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ବାଲୁଗାଁ ପୁଲିସ। ମୃତ ପ୍ରଶିକ୍ଷାର୍ଥୀ ଜଣକ ହେଉଛନ୍ତି…

ଦୁଇ ଶ୍ରମିକ ଗୋଷ୍ଠୀ ଭିତରେ ଗଣ୍ଡଗୋଳ: ଜଣେ ମୃତ, ୫ ଆହତ

କୋରାପୁଟ: କୋରାପୁଟରେ ଦେଖିବାକୁ ମିଳିଥିଲା ଅଘଟଣ । ଦୁଇ ଶ୍ରମିକ ଗୋଷ୍ଠୀ ଭିତରେ ଗଣ୍ଡଗୋଳ। ୫ ଜଣ ଆହତ, ଜଣେ ମୃତ । କୋରାପୁଟ ସଦର ଥାନା ଆଧିନସ୍ଥ ଜରଟି ନିକଟସ୍ଥ ରେଳବାଇ ଦୋହରିକରଣ କ୍ୟାମ୍ପରେ ଦୁଇ ଶ୍ରମିକ ଗୋଷ୍ଠୀ ମଧ୍ୟରେ…

ଅକ୍ଷୟ ତୃତୀୟରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ହେଲା ଅନୁକୂଳ

ପୁରୀ: ପବିତ୍ର ଅକ୍ଷୟ ତୃତୀୟରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହେଲା । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନିଟି ୧୨ ଫୁଟିଆ ଧଉରା କାଠକୁ ବାରିକେଡ ଘେରାଇ ରଖାଯାଇଥିଲା । ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ଶୋତ୍ରୀୟ ବ୍ରାହ୍ମଣମାନେ…

ପ୍ରବଳ ଖରାକୁ ନଜରରେ ରଖି ଗଞ୍ଜାମରେ ୩ ଦିନ ସ୍କୁଲ ଛୁଟି

ଭୁବନେଶ୍ବର: ଗଞ୍ଜାମରେ ୩ ଦିନ ସ୍କୁଲ ଛୁଟି । ପ୍ରବଳ ଖରାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ୨୧, ୨୨ ଓ ୨୩ ତାରିଖ ଜିଲ୍ଲାର ସବୁ ସ୍କୁଲ ଛୁଟି । ଶିଶୁବାଟିକାଠାରୁ ଦ୍ବାଦଶ ଶ୍ରେଣୀ ଯାଏ…

ମାରଣାସ୍ତ୍ର ଧରି କୋର୍ଟରେ ଯୁବକଙ୍କ ଆତଙ୍କରାଜ, କାବୁ କଲେ ଆଇନଜୀବୀ

ବ୍ରହ୍ମପୁର: ବ୍ରହ୍ମପୁର କୋର୍ଟରେ ଜଣେ ଯୁବକଙ୍କ ଆତଙ୍କରାଜ । ମାରଣାସ୍ତ୍ର ଧରି ଗୋଡାଉଥିବା ବେଳେ କାବୁ କରିଲେ ଆଇନଜୀବୀ । ଆଇନଜୀବୀ ମାନେ ଯୁକକକୁ କାବୁ କରିବା ପରେ ପୋଲିସ ହସ୍ତାନ୍ତର କଲେ । ବୈଦ୍ୟନାଥପୁର ଥାନାରେ ଯୁବକକୁ ଅଟକ ରଖି…

ତାତିରୁ ନାହିଁ ନିସ୍ତାର, ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟର ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ରାଜ୍ୟର ୧୩ ସହରର ତାପମାତ୍ରା ୪୦ ଉପରେ ରହିଛି । ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ…

କାଲି ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଉରକେଲା: ଆସନ୍ତାକାଲି ରାଉରକେଲା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ସଜେଇ ହୋଇଛି ରାଉରକେଲା ସହର । ରାଉରକେଲା ସହର ସମେତ ସମ୍ପୂର୍ଣ୍ଣ ଜିଲ୍ଲାର ପ୍ରାୟ ତିନି ହଜାର ଛାତ୍ରଛାତ୍ରୀ ରାଷ୍ଟ୍ରପତିଙ୍କ ସମ୍ମୁଖରେ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରିବେ…

ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା

ଭୁବନେଶ୍ୱର : ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ । କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଖିମୁଠି ଅନୁକୂଳ କରିଛନ୍ତି। ପୂଜାର୍ଚ୍ଚନା ଓ ହୋମଯଜ୍ଞ ପରେ ଅନୁକୂଳ କରିଛନ୍ତି ଅଖିମୁଠି। ଉପମୁଖ୍ୟମନ୍ତ୍ରୀ କେ.ଭି…

ଭୋଟର ତାଲିକାରୁ କଟିଲା ୯ ଲକ୍ଷ ୮୦ ହଜାର ନାଁ

ଭୁବନେଶ୍ଵର : ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ । ଭୋଟର ମ୍ୟାପିଂ ପ୍ରକ୍ରିୟା ଆରମ୍ଭ ହେବା ପରଠାରୁ ରାଜ୍ୟରେ ପ୍ରାୟ ୯.୮ ଲକ୍ଷ ନାମ ଭୋଟର ତାଲିକାରୁ ବାଦ୍ ପଡିଛି । କିନ୍ତୁ…