Author: iodishaadmin

ଜନଗଣନାରେ ଯାଇ ଶିକ୍ଷୟିତ୍ରୀ ନିଖୋଜ

ମୟୂରଭଞ୍ଜ : ଜନଗଣନାରେ ଯାଇ ଶିକ୍ଷୟିତ୍ରୀ ନିଖୋଜ । ନିଖୋଜ ଶିକ୍ଷୟିତ୍ରୀ ବାରିପଦା ବ୍ଲକ ଢେଙ୍କିନେଞ୍ଜିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜ୍ୟୋତ୍ସ୍ନାରାଣୀ ସାହୁ । ଗତ ୧୮ ତାରିଖ ଶନିବାର ଠାରୁ ଜନଗଣନା କରିବାକୁ ଯାଇ ନିଖୋଜ ଅଛନ୍ତି । ଶିକ୍ଷୟତ୍ରୀ…

ଗ୍ରୀଷ୍ମ ପ୍ରବାହ ପାଇଁ ୧୩ ଜିଲ୍ଲାରେ ସ୍କୁଲ ଛୁଟି, ଜାରି ରହିବ ପରୀକ୍ଷା ଓ ଜନଗଣନା କାର୍ଯ୍ୟ

ଭୁବନେଶ୍ୱର : ଅସହ୍ୟ ଖରାକୁ ଦେଖି ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଭୟଙ୍କର…

ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ

ସୁବର୍ଣ୍ଣପୁର : ଜନ ଗଣନା ଡ୍ୟୁଟି କରିବାକୁ ଯାଇ ଅଂଶୁଘାତରେ ଶିକ୍ଷକଙ୍କ ମୃତ୍ୟୁ ଅଭିଯୋଗ l ଏଭଳି ଏକ ଅଭିଯୋଗ ଆସିଛି ସୁବର୍ଣ୍ଣପୁର ଜିଲ୍ଲାରୁ l ଜିଲ୍ଲାର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ବମରାଜ ଗାଁର ବଂଶୀଧର ଭୋଇ ଆଜି ସୁନାପାଲି ଗାଁକୁ…

ଜାତିଆଣ ଆକ୍ଷେପ ଓ ଆକ୍ରମଣ ପରେ ଆତ୍ମଦାହ ଉଦ୍ୟମ କଲେ ଦଳିତ ଯୁବକ

ମୁଜାଫରନଗର: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଦଳିତ ଯୁବକଙ୍କୁ ଉଚ୍ଚ ଜାତିର ଯୁବକ ଆକ୍ରମଣ କରିବା ଓ ଜାତିଗତ ଆକ୍ଷେପ କରିବା ପରେ ସେ ଆତ୍ମଦାହ ଉଦ୍ୟମ କରିଛନ୍ତି। ତାଙ୍କ ଶରୀରର ୩୦ ପ୍ରତିଶତରୁ ଅଧିକ…

ପରିବା ଓ କପଡ଼ା ବଜାରରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ୬୦ ଦୋକାନ

ନୂଆଦିଲ୍ଲୀ: ଫିରୋଜାବାଦର ଶିକୋହାବାଦ ସହରରେ ଥିବା ଏଗକ ପନିପରିବା ଏବଂ କପଡ଼ା ବଜାରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ୫୦ରୁ ୬୦ ଦୋକାନ ଜଳିପୋଡି ପାଉଁଶ ହେବା ସହିତ ଲକ୍ଷାଧିକ ଜିନିଷ ପୋଡି ଛାରଖାର ହୋଇଯାଇଛି । ବଜାରରେ ପାର୍କିଂ ହୋଇଥିବା…

କଲକତା ଡିସିପି ଶାନ୍ତନୁ ସିହ୍ନା ବିଶ୍ୱାସଙ୍କ ଘରେ ଇଡି ରେଡ୍

କଲକତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲକତା ପୁଲିସ୍‌ ଡେପୁଟି କମିଶନର ଶାନ୍ତନୁ ସିହ୍ନା ବିଶ୍ୱାସଙ୍କ ବାସଭବନରେ ଚଢାଉ କରିଛି। ଇଡି ଆଜି ସକାଳ ପ୍ରାୟ ୭ଟା ସମୟରେ ବାଲିଗଞ୍ଜର ଫର୍ଣ୍ଣ ରୋଡରେ ଥିବା ତାଙ୍କ ଘରେ ପହଞ୍ଚି…

ସର୍ଜରୀ ପରେ ପୱନ କଲ୍ୟାଣଙ୍କ ସହ କଥା ହୋଇ ସ୍ବାସ୍ଥାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସୁପରଷ୍ଟାର ତଥା ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପଓ୍ବନ୍ କଲ୍ୟାଣ ସ୍ୱାସ୍ଥ୍ୟାବସ୍ଥା ଖରାପ ଯୋଗୁଁ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ହାଇଦ୍ରାବାଦର ଜୁବଲି ହିଲ୍ସ ସ୍ଥିତ ଏକ ଘରୋଇ ହସପିଟାଲରେ ତାଙ୍କର ସର୍ଜରୀ କରାଯାଇଛି । ଆଉ ଆଗାମୀ ୧୦ ଦିନ…

ଝାଡ଼ଗ୍ରାମରେ ରାସ୍ତାକଡ଼ ଦୋକାନରୁ ଝାଲମୁଢି ଖାଇଲେ ପ୍ରଧାନମନ୍ତ୍ରୀ

କଲକତା: ଝାଡ଼ଗ୍ରାମରେ ଝାଲମୁଢି ଖାଇଲେ ପ୍ରଧାନମନ୍ତ୍ରୀ । ପଶ୍ଚିମବଙ୍ଗରେ ମାରାଥନ ନିର୍ବାଚନ ପ୍ରଚାର ବେଳେ ଜଙ୍ଗଲମହଲର ଏକ ରାସ୍ତାକଡ଼ ଦୋକାନରୁ ଝାଲମୁଢି କିଣି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଝାଡଗ୍ରାମରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରି ହେଲିପ୍ୟାଡକୁ ଫେରିବା ବେଳେ, ହଠାତ…

ଟିଏମସିକୁ ମୋଦୀଙ୍କ ଟାର୍ଗେଟ, ମହିଳା ସଂରକ୍ଷଣ ବିଲ୍ ପାସ୍ ନ ହେବା ପାଇଁ କଂଗ୍ରେସ ସହ ମିଶି କରିଥଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ: ନିର୍ବାଚନୀ ଲଢ଼େଇ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଆଜି ପଶ୍ଚିମବଙ୍ଗର ବାଙ୍କୁରାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ସେ ଟିଏମସି ଦଳକୁ ଟାର୍ଗେଟ କରି କହିଛନ୍ତି ଯେ ର “ନିର୍ଦ୍ଦୟ ସରକାର” ବିରୁଦ୍ଧରେ ଲୋକଙ୍କ କ୍ରୋଧ ତୀବ୍ର ହେବାରେ ହେଉଛି।…

ତାମିଲନାଡୁରେ ବାଣ ବିସ୍ଫୋରଣ: ୧୬ ମୃତ, ଅନେକ ଗୁରୁତର

ତାମିଲନାଡୁ : ତାମିଲନାଡୁ ବିରୁଧନଗର ବାଣ କାରଖାନାରେ ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ରହିଛନ୍ତି । କାରଖାନା ଭିତରେ ଅନେକ କର୍ମଚାରୀ ଫସିଥିବା ଆଶଙ୍କା କରାଯାଉଛି । ମୃତ୍ୟୁ ସଂଖ୍ୟା ଆଗକୁ…