Author: iodishaadmin

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୫ ଯବାନ ଆହତ, ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇଆଲର୍ଟ

ରାଉରକେଲା : ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ । ସରଣ୍ ଡା ବାଲିବା ଜଙ୍ଗଲରେ ସୁରକ୍ଷା କର୍ମୀ- ନକ୍ସଲ ଗୁଳି ବିନିମୟ ଜାରି ରହିଛି । ନକ୍ସଲଙ୍କ ଶେଷ କ୍ୟାଡ଼ର ମିଶିର ବେଶ୍ରା ଓ ତା ସହ କିଛି କ୍ୟାଡ଼ର ନକ୍ସଲ…

ମାଟ୍ରିକରେ ୫୦୦ରୁ ୫୦୦ ମାର୍କ ରଖି ରେକର୍ଡ କଲେ ଟିନା ରଥ

ଭୁବନେଶ୍ୱର : ଅପ୍ରିଲ୍‌ ୧୫ରେ ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକଣ୍ଡାରି ଏଜୁକେସନ୍‌ (ସିବିଏସ୍‌ଇ‌)ର ୧୦ମ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ପରୀକ୍ଷା ପାଇଁ ୨୫ଲକ୍ଷ ୮ହଜାର ୩୧୯ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ । ଯେଉଁଥିରେ ବାଜି ମାରିଛନ୍ତି ଓଡ଼ିଆ…

ମୋଦୀ-ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟର ବାର୍ତ୍ତାଳପ: ଯୁଦ୍ଧ ପରିସ୍ଥିତି ଓ ଭାରତ-ଆମେରିକା ବାଣିଜ୍ୟ ସମ୍ପର୍କ ନେଇ ଆଲୋଚନା

ନୂଆଦିଲ୍ଲୀ: ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟ୍ ଧରି ଫୋନ୍ ମାଧ୍ୟମରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ ପଶ୍ଚିମ ଏସିଆ ସଙ୍କଟ ଏବଂ ହର୍ମୁଜ୍ ପ୍ରଣାଳୀ ସମେତ ଅନେକ…

ଇରାନକୁ କୌଣସି ପ୍ରକାରର ଯୁଦ୍ଧାସ୍ତ୍ର ପଠାଇବ ନାହିଁ ବେଜିଂ: ଟ୍ରମ୍ପ

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ବଡ଼ ଦାବି କରିଛନ୍ତି। ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବ୍ୟକ୍ତିଗତ ଭାବେ ନିଶ୍ଚିତ କରିଛନ୍ତି ଯେ ବେଜିଂ କୌଣସି ପ୍ରକାରର ଯୁଦ୍ଧାସ୍ତ୍ର ଇରାନକୁ ପଠାଇବ ନାହିଁ। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଚିଠି ଆଦାନ…

ସ୍କୁଲରେ ଗୁଳିକାଣ୍ଡ: ୪ ମୃତ, ୨୦ରୁ ଅଧିକ ଗୁରୁତର

ନୂଆଦିଲ୍ଲୀ: ପୁଣି ତୁର୍କୀର ଏକ ସ୍କୁଲରେ ଭୟାବହ ଗୁଳିକାଣ୍ଡ । ସ୍କୁଲ ଛାତ୍ରର ଆଖିବୁଜା ଗୁଳିମାଡରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର । ମୃତକଙ୍କ ମଧ୍ୟରେ ତିନି ଛାତ୍ର ଓ ସ୍କୁଲର ଜଣେ ଶିକ୍ଷକ ସାମିଲ…

ରାଘବ ଚଢାଙ୍କ ସିକ୍ୟୁରିଟି ପ୍ରତ୍ୟାହାର କଲା ଆପ୍, ମିଳିଲା କେନ୍ଦ୍ର ସରକାରଙ୍କ Z କାଟାଗୋରି ସୁରକ୍ଷା

ନୂଆଦିଲ୍ଲୀ: ପଞ୍ଜାବରେ ଆପ୍ ସରକାର ରାଘବ ଚଢାଙ୍କ ସିକ୍ୟୁରିଟିକୁ ପ୍ରତ୍ୟାହାର କରିନେଇଛି । ଆଉ ରାଘବ ଚଢା କେନ୍ଦ୍ର ସରକାର ସୁରକ୍ଷା ଯୋଗାଇ ଦେବେ ବୋଲି ସୂଚନା ମିଳୁଛି । କେନ୍ଦ୍ର ସରକାର ତାଙ୍କୁ “Z” କାଟାଗୋରି ପ୍ରଦାନ କରିବେ ବୋଲି…

ଆଣ୍ଡାମାନ ସାଗରରେ ଡଙ୍ଗା ବୁଡ଼ି ୨୫୦ ନିଖୋଜ

ନୂଆଦିଲ୍ଲୀ : ଆଣ୍ଡାମାନ ସାଗରରେ ମାଲେସିଆ ଅଭିମୁଖେ ଯାଉଥିବା ଡଙ୍ଗା ଆଣ୍ଡାମାନ ସାଗରରେ ବୁଡ଼ିଯାଇଛି । ଘଟଣାରେ ୨୫୦ରୁ ଅଧିକ ଲୋକ ନିଖୋଜ ରହିଛନ୍ତି । ଏଥିରେ ବେଆଇନ ଭାବରେ ଯାତ୍ରା କରୁଥିବା ଅନେକ ଲୋକ ଥିଲେ । ଅଧିକାଂଶ ରୋହିଙ୍ଗ୍ୟା…

ଇଲେକ୍ଟ୍ରି ଖୁଣ୍ଟରେ ପିଟି ହେଲା ବସ୍ : ୬ ମୃତ, ୧୫ରୁ ଅଧିକ ଆହତ

ପଞ୍ଜାବ : ପଞ୍ଜାବର ଫତେଗଡ଼ ସାହିବ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁସାରେ, ବସ୍ସି ପଠାଣା ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ରୁ ଅଧିକ ଯାତ୍ରୀ…

ବସ୍ତିରେ ଭୟାବହ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୩ ସଦସ୍ୟ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ଦିଲ୍ଲୀର ରୋହିଣୀ ଅଞ୍ଚଳରେ ହୃଦୟବିଦାରକ ଘଟଣା । ବୁଧବାର ଭୋର ସମୟରେ ଏକ ବସ୍ତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ସେମାନଙ୍କର ମାତ୍ର…

ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

ବିହାର: ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବେ ସମ୍ରାଟ ଚୌଧୁରୀ ଶପଥ ଗ୍ରହଣ କରିଛନ୍ତି । ପାଟନାର ଲୋକଭବନରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏଥିସହ ଜେଡିୟୁ ବିଧାୟକ ବିଜୟ ଚୌଧୁରୀ ଏବଂ ବିଜେନ୍ଦ୍ର ଯାଦବ ଉପମୁଖ୍ୟମନ୍ତ୍ରୀ…