ଆସିଲା ରାଉରକେଲା ବିମାନ ଦୁର୍ଘଟଣାର ତଦନ୍ତ ରିପୋର୍ଟ
ରାଉରକେଲା : ରାଉରକେଲା ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ । ଅଏଲ ପ୍ରେସର କମ୍ ଯୋଗୁଁ ଦୁର୍ଘଟଣା ହୋଇଥିବା କହିଲା AAIB । ଗତ ଜାନୁଆରୀ ୧୦ ତାରିଖରେ ରାଉରକେଲାରେ ପ୍ଳେନ କ୍ରାସ୍ ହୋଇଥିଲା । AAIB ପକ୍ଷରୁ ହୋଇଥିବା…
ରାଉରକେଲା : ରାଉରକେଲା ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ । ଅଏଲ ପ୍ରେସର କମ୍ ଯୋଗୁଁ ଦୁର୍ଘଟଣା ହୋଇଥିବା କହିଲା AAIB । ଗତ ଜାନୁଆରୀ ୧୦ ତାରିଖରେ ରାଉରକେଲାରେ ପ୍ଳେନ କ୍ରାସ୍ ହୋଇଥିଲା । AAIB ପକ୍ଷରୁ ହୋଇଥିବା…
ଭୁବନେଶ୍ବର : ଭୁବନେଶ୍ବର ଏୟାରଫିଲ୍ଡ ଥାନା କୁହାରେ ବୀଭତ୍ସ ହତ୍ୟାକାଣ୍ଡ । ପରିବା କଟା ଛୁରୀରେ ପତ୍ନୀର ତଣ୍ଟି କାଟିଲା ସ୍ବାମୀ । ପତ୍ନୀକୁ ହତ୍ୟା କରିବା ପରେ ଆତ୍ମସମର୍ପଣ କଲା ସ୍ବାମୀ । ଅଭିଯୁକ୍ତ ସ୍ବାମୀ ଦେବରାଜ ଷଡ଼ଙ୍ଗୀକୁ ଗିରଫ…
ଭୁବନେଶ୍ବର: କାଠ ଗୋଲା ଭିତରେ ଗ୍ୟାସ୍ ଗୋଦାମ । ବେଆଇନ ଗ୍ୟାସ ମହଜୁଦ ରଖିବା ଅଭିଯୋଗରେ ବଡ଼ ଧରଣର ଚଢାଉ। ଗ୍ୟାସ ଗୋଦାମରେ ଚଢାଉ କରୁଛି ଯୋଗାଣ ବିଭାଗ । ଭୁବନେଶ୍ବର ସାମନ୍ତରାପୁର ଛକ ନିକଟରେ ଚଢ଼ାଉ ହୋଇଛି। ଚଢ଼ାଉ ବେଳେ…
ସୋର: ଖଇରାରେ କାଳବୈଶାଖୀରେ ପ୍ରଭାବ। ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ କଇଁଥଗଡିଆ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଵର୍ଷା, ପବନ, ବିଜୁଳି ଘଡଘଡିର ତାଣ୍ଡବ। ପବନରେ ଭାଙ୍ଗିଲା ଘର ଓ ଅନେକ ବଡ଼ ବଡ଼ ଗଛ । ଲୋକେ ଶୋଇଥିବା ବେଳେ ଗଛ…
କୁଚିଣ୍ଡା: ମହୁମାଛି ଆକ୍ରମଣ ରେ ଜଣେ ମୃତ, ଜମନକିରା ବ୍ଲକ ଅନ୍ତର୍ଗତ ଗୁଲୁଜିପାଲି ଗ୍ରାମର ବାସୁଦେବ କିସାନ ମହୁଲ ଫୁଲ ଗୋଟାଉଥିବା ସମୟରେ ମହୁ ମାଛି ଆକ୍ରମଣ କରିଥିଲେ । ତାଙ୍କୁ ତୁରନ୍ତ ଫାଶୀମାଲ ଡାକ୍ତରଖାନା କୁ ଅଣାଯାଇଥିଲା କିନ୍ତୁ ଡାକ୍ତର…
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ସେଣ୍ଟ୍ରାଲ ଇରିଗେସନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଏକକାଳୀନ ୬ଟି ସ୍ଥାନରେ ଚାଲିଛି…
ପୁରୀ: ଏପ୍ରିଲ ୨୦ତାରିଖରେ ପବିତ୍ର ଅକ୍ଷୟ ତୃତୀୟାରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ । ଏଥିସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଗତକାଲି ସନ୍ଧ୍ୟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
ଜୟପୁର: ସାରଣ୍ଡାର ଘନ ଜଙ୍ଗଲରେ ସ୍ଥିତ ଜରାଇକେଲା ଥାନା ଅଞ୍ଚଳର ବାବୁଡେରା ସିଆରପିଏଫ୍ କ୍ୟାମ୍ପରେ ଘଟିଥିବା ଏକ ଦୁଃଖଦ ଘଟଣାରେ କୋବ୍ରା ୨୧୦ ବାଟାଲିଅନ୍ର କନଷ୍ଟେବଲ୍ ରାକେଶ କୁମାରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ସୁରକ୍ଷା ବଳଙ୍କ ମଧ୍ୟରେ ଶୋକ…
ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦର୍ଶାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଓ ଆସନ୍ତାକାଲି…
ବାସୁଦେବପୁର:କାଳ ବୈଶାଖୀ ପ୍ରଭାବରେ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ପଡିବା ଫଳରେ ୫ଦିନ ଧରି ଗାଁ ଅନ୍ଧାର। ବିଦ୍ୟୁତ ଅଧିକାରୀଙ୍କୁ ଅଭିଯୋଗ କରିବା ପରେବି ସୁଧାର ନଆସିବାରୁ ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଛନ୍ତି। ଏଭଳି ଘଟଣା ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବିଦେଇପୁର ଗାଁରେ…