ଏନ୍ସିପିଆଇରେ ବିଲୟ ହେଲେ ୨୦ ଟିଏମ୍ସି ସାଂସଦ,ଏନ୍ଡିଏକୁ ସମର୍ଥନ
ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍ସି) ମୁଖିଆ ମମତା ବାନାର୍ଜୀଙ୍କ ଦଳର ଦୁଇ ତୃତୀୟାଂଶ ବିଦ୍ରୋହୀ ସାଂସଦ ଦିଲ୍ଲୀରେ ବଡ଼ ଖେଳ କରିଛନ୍ତି। ଟିଏମସିର ୨୦ ଜଣ ବିଦ୍ରୋହୀ ଲୋକସଭା ସାଂସଦ ତ୍ରିପୁରାର ଆଞ୍ଚଳିକ ଦଳ…