Author: iodishaadmin

ରାଜମହଲ ଛକରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଯୁବକ ଆତ୍ମହୁତି ଉଦ୍ୟମ କରିଛନ୍ତି। ରାଜମହଲ ଛକରେ ଯୁବକ ଜଣକ ନିଜ ଦେହରେ ନିଆଁ ଲଗାଇ ଏପରି ଉଦ୍ୟମ କରିଛନ୍ତି। ରାମନବମୀ ଉତ୍ସବ ପାଳନରେ ରାଜଧାନୀ ଚଳଚଞ୍ଚଳ ହେଉଥିବା ସମୟରେ ପ୍ରମୁଖ ଛକ…

ଘରକୁ ମାଡ଼ିଗଲା ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ୱର : ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ରଥ ଟଣା ସମୟରେ ଜଣଙ୍କ ଘରକୁ ରଥ ମାଡ଼ି ଯାଇଛି। ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ଆଜି ଦ୍ଵିତୀୟଦିନରେ ରଥଟଣା ଚାଲିଥିବା ସମୟରେ…

୩ଦିନିଆ ଓଡିଶା ଗସ୍ତରେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ୩ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ଶ୍ରୀ ଦ୍ୱିବେଦୀ। ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ…

ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ କାଠ

ସୁବର୍ଣ୍ଣପୁର : ପୁରୀରେ ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ ରଥକାଠ । ପ୍ରଥମ ଥର ପାଇଁ ସୁବର୍ଣ୍ଣପୁରରୁ ଆସିବ ରଥ କାଠ l ପୁରୀ ରଥଯାତ୍ରା ପାଇଁ ରଥ ନିର୍ମାଣ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ମଲ୍ଲିକ ମୁଣ୍ଡା ଗାଁରେ ରଥକାଠ…

ମୃତ୍ୟୁର ମାସେ ପରେ ଦୁବାଇରୁ ଜନ୍ମମାଟିରେ ପହଁଚିଲା ମୃତଦେହ

ଚାନ୍ଦବାଲି : କାମ କରିବାକୁ ଦୁବାଇ ଯାଇଥିଲେ । କାମ କରି ଟଙ୍କା ଆଣିଲେ ଘରର ଛାତ ପଡିବ ବୋଲି କହିଯାଇଥିଲେ । ହେଲେ ଶବ ହୋଇ ଫେରିଲେ ଗାଁକୁ । ପାଖାପାଖି ଏକ ବର୍ଷ ହେବ ଭଦ୍ରକ ଜିଲ୍ଲା ଚାନ୍ଦବାଲି…

ରାଜ୍ୟରେ କାଳବୈଶାଖୀ ତାଣ୍ଡବ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ । ବର୍ଷା ସହ କୁଆପଥର ମାଡ଼ ହେଉଛି । ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କଟକ ଜିଲ୍ଲାରେ କୁଆପଥର ବର୍ଷା ହୋଇଛି । କାଳବୈଶାଖୀ ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ…

ଖପୁରିଆରେ ରଥକାଠ ଚିରଟର ଶୁଭ ଅନୁକୂଳ

ପୁରୀ: ଆଜି ଶ୍ରୀରାମ ନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ, ମହାପ୍ରସାଦ ନେଇ ଏକ ଟିମ୍ କଟକ ଅଭିମୁଖେ ଯାତ୍ରା କରିଛନ୍ତି। କଟକ ଖପୁରିଆସ୍ଥିତ ସ’ ମିଲରେ ମାଳ ମହାପ୍ରସାଦ ଲାଗି…

ସ୍କୁଲରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ପିଟିଲେ ୩ ସହପାଠୀ

ସୁବର୍ଣ୍ଣପୁର: ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ମାଡ଼ । ବିଧା, ଗୋଇଠା ସହ ଚାପୁଡା । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ । ସୁବର୍ଣ୍ଣପୁର ଜିଲ୍ଲାର ବିଦ୍ୟାଳୟରୁ ଆସିଛି ଅମାନବୀୟ ଭିଡିଓ । ଜଣେ ନବମ ଶ୍ରେଣୀ ଛାତ୍ରକୁ…

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଚିଠି

ଭୁବନେଶ୍ୱର : ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ହୋଇଥିଲା…

ଆଜି ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ

ପୁରୀ : ଆଜି ପବିତ୍ର ଶ୍ରୀରାମନବମୀ । ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ…