ପ୍ରଧାନମନ୍ତ୍ରୀଙ୍କ ଦିନିକିଆ ଓଡ଼ିଶା ଗସ୍ତର ସୂଚୀ, ପୂର୍ବାହ୍ନ ୧୧ଟା ୫ରେ ପାହାଡ଼ପୁର ହେଲିପ୍ୟାଡରେ ଓହ୍ଲାଇବେ
ଭୁବନେଶ୍ୱର : ଆସିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦିନିକିଆ ଓଡ଼ିଶା ଗସ୍ତ ସୂଚୀ । ୨୦ ତାରିଖ ପୂର୍ବାହ୍ନ ୧୧ଟା ୫ରେ ପାହାଡ଼ପୁର ହେଲିପ୍ୟାଡ୍ ରେ ଓହ୍ଲାଇବେ । ୧୧ଟା ୧୫ରେ ଗୋଷାଣୀ ପୀଠରେ ପହଞ୍ଚିବେ । ଘଣ୍ଟାଏ ପାହାଡ଼ପୁରରେ ରହିବେ…