ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସମୀକ୍ଷା ବୈଠକ
ପୁରୀ : ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ସମୀକ୍ଷା ବୈଠକ । ଆସନ୍ତା ୨୫ତାରିଖରୁ ରତ୍ନଭଣ୍ଡାର ରତ୍ନ ଅଳଙ୍କାର ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆଜି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି…