ସିବିଆଇ ଅଧିକାରୀ କହି କୋଟିଏ ଟଙ୍କାର ସୁନା ଲୁଟ, ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ
ବ୍ରହ୍ମପୁର: ନକଲି ସିବିଆଇ ଅଧିକାରୀ କହି କୋଟିଏ ଟଙ୍କାର ସୁନା ଲୁଟ। ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁର ରେଳ ଷ୍ଟେସନ ଅଞ୍ଚଳରେ। ଅଭିଯୁକ୍ତଙ୍କ ନିକଟରୁ ୧୪ ଲକ୍ଷ ୮୦ ହଜାର ଟଙ୍କାର ସୁନା ଅଳଙ୍କାର…