Author: iodishaadmin

ବୋର୍ଡ ୱେବ୍‌ସାଇଟ୍‌ରେ ମାଟ୍ରିକ୍ ପରୀକ୍ଷା ସୂଚନା, ପରୀକ୍ଷାର୍ଥୀଙ୍କ ଆଡ୍‌ମିଟ୍‌ କାର୍ଡ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମାର୍ଚ ୧୦ ତାରିଖରୁ ଆରମ୍ଭ ହେଉଥିବା ମାଟ୍ରିକ୍ ପରୀକ୍ଷା ସଂକ୍ରାନ୍ତୀୟ ସମସ୍ତ ସୂଚନା ବୋର୍ଡ ୱେବ୍‌ସାଇଟ୍‌ www.bseodisha.ac.in ରେ ଅପ୍‌ଲୋଡ୍‌ କରାଯାଇଛି। ହାଇସ୍କୁଲର ପ୍ରଧାନଶିକ୍ଷକମାନେ ଏହି ସୂଚନାକୁ ଡାଉନଲୋଡ୍‌ କରିବାକୁ ବୋର୍ଡ ପକ୍ଷରୁ…

ଆବଣ୍ଟନ କଂପାନିଙ୍କ ତ୍ରୁଟିର ବୋଝ ଗ୍ରାହକଙ୍କ ମୁଣ୍ଡରେ

ଭୁବନେଶ୍ବର : ଆବଣ୍ଟନ କଂପାନିମାନଙ୍କର ସାମଗ୍ରିକ ବୈଷୟିକ ଓ ବାଣିଜ୍ୟିକ କ୍ଷତିର ବୋଝ ଉପଭୋକ୍ତା ମୁଣ୍ଡାଉଛନ୍ତି। ଆଉ କାହାର ତ୍ରୁଟି ଲାଗି ଉପଭୋକ୍ତା କାହିଁକି ତଣ୍ଡ ଗଣିବେ? ବିଜୁଳି ଦର ବୃଦ୍ଧି ପଛରେ ଏହା ହିଁ ମୁଖ୍ୟ କାରଣ। ବିଦ୍ୟୁତ୍ ଚୋରି,…

ହାଇକୋର୍ଟଙ୍କ ନିର୍ଦ୍ଦେଶ: ନୂଆ ଶିକ୍ଷାବର୍ଷ ପୂର୍ବରୁ ସବୁ ସ୍କୁଲ୍‌ରେ ହେବ ମୌଳିକ ସୁବିଧା

କଟକ : ନୂଆ ଶିକ୍ଷା ବର୍ଷ ଆରମ୍ଭ ପୂର୍ବରୁ ରାଜ୍ୟର ସବୁ ଜିଲ୍ଲାରେ ଥିବା ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ସ୍କୁଲ ଗୁଡିକରେ ମୌଳିକ ସୁବିଧା ବ୍ୟବସ୍ଥା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ…

କଟକ-ଭୁବନେଶ୍ବରରୁ ଲୁଟିଥିଲେ ୧୭ ଲକ୍ଷ ଟଙ୍କାର ମୋବାଇଲ୍‌, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଦୁଇ ଅଭିଯୁକ୍ତ ଗିରଫ

କଟକ: କ୍ୟାଣ୍ଟନମେଣ୍ଟ ଥାନା ପୁଲିସକୁ ବଡ଼ ସଫଳତା ମିଳିଛି। ଏହି ଥାନାର ପୁଲିସ ଟିମ୍‌ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଦୁଇ ଜଣ ମୋବାଇଲ୍‌ ଫୋନ୍‌ ଲୁଟେରାଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତମାନଙ୍କ ଠାରୁ ପୁଲିସ ୯୦ଟି ମୋବାଇଲ ଫୋନ୍‌ ଜବତ କରିଛି। ଏହାର…

ଏମ୍‌କେସିଜିରେ ସିଟି ସ୍କାନ୍‌ ମେସିନ୍‌ ଅଚଳ, ରୋଗୀ ହନ୍ତସନ୍ତ

ବ୍ରହ୍ମପୁର: ଏମ୍‌କେସିଜି ବଡ଼ ଡାକ୍ତରଖାନାରେ ସିଟି ସ୍କାନ୍‌ ମେସିନ୍‌ ପୁଣି ଖରାପ୍‌ ହୋଇଯାଇଛି। ଫଳରେ ରୋଗୀମାନଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଦୁଇଟି ମେସିନ୍‌ ମଧ୍ୟରୁ ଗୋଟିଏ ଅଚଳ ଥିବାରୁ ରୋଗୀମାନେ ପରୀକ୍ଷା କରିବା ପାଇଁ ହନ୍ତସନ୍ତ ହେଉଛନ୍ତି।…

ଜୁଲାଇ ୧୨ ସୁଦ୍ଧା ସରିବ ରାଜ୍ୟରେ ଓବିସି ସର୍ଭେ

ଭୁବନେଶ୍ବର : ସାଧାରଣ ନିର୍ବାଚନ ପୂର୍ବରୁ ରାଜନୀତିକ ଛକାପଞ୍ଝା ଓ ଉଷ୍ମତା ମଧ୍ୟରେ କ୍ଷମତାସୀନ ବିଜେଡି ସରକାର ଗତ ୨୦୨୧ ମେ’ ମାସରୁ ସ୍ଥଗିତ ଥିବା ଓବିସି ସର୍ଭେକୁ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଚଳିତବର୍ଷ ଜୁଲାଇ ୧୨ତାରିଖ ସୁଦ୍ଧା…

ଜଗତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତିଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ପାରାଦ୍ୱୀପ: ଜଗତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତି ଅଜିତ ଦାସଙ୍କୁ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଅଠରବାଙ୍କି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେଠାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ପୂର୍ବ ଶତ୍ରୁତାରୁ ତାଙ୍କ ଉପରେ ଆକ୍ରମଣ…

ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା, ୧୯ଟି ସିଟିଂରେ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ଥିଓରି ପରୀକ୍ଷା। ପରୀକ୍ଷା ପାଇଁ ସକାଳ ୮.୩୦ ସୁଦ୍ଧା ସମସ୍ତ କେନ୍ଦ୍ର‌ରେ ପ୍ରଶ୍ନପତ୍ର ପହଞ୍ଚିଥିଲା। କପି ରୋକିବାକୁ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୧୯ଟି…

ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ଉପରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚାର ବିଧାନସଭା ଘେରାଉ ସମୟରେ ପୋଲିସର ମାତ୍ରାଧିକ ଓ ଏକପାଖିଆ କାର୍ଯ୍ୟାନୁଷ୍ଠାନକୁ କଠୋର ଭାଷାରେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଗତକାଲି…

ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ନାମରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ

ଭୁବନେଶ୍ବର: ଗୃହରେ ବିଭ୍ରାନ୍ତିକର ତଥ୍ୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ନାମରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ଶ୍ରୀ ମିଶ୍ର ପଚରିଥିବା ଏକ ପ୍ରଶ୍ନର…