ସୌରଭ ଭରଦ୍ୱାଜ ଏବଂ ଆତିଶିଙ୍କୁ ମନ୍ତ୍ରୀ ପାଇଁ ସୁପାରିଶ କଲେ କେଜ୍ରିୱାଲ
ନୂଆଦିଲ୍ଲୀ : ଦିଲ୍ଲୀର ଆମ ଆଦମୀ ପାର୍ଟି(ଆପ) ସରକାରଙ୍କୁ ଲାଗିଛି ଜୋରଦାର ଝଟ୍କା। ଦୁର୍ନୀତି ଜାଲରେ ଦଳର ଦୁଇ ହେବିୱେଟ ନେତା ଛନ୍ଦି ହେବା ପରେ ଚିନ୍ତା ବଢ଼ିଛି। ମୁଖ୍ୟତ ସମ୍ପୃକ୍ତ ୨ ନେତା ତଥା ଆପ୍ ସରକାରଙ୍କର ଦୁଇ କ୍ୟାବିନେଟ…