ପୁଣି ବଢ଼ିଲା ଏଲପିଜି ସିଲିଣ୍ଡର ଦର, ଚିନ୍ତାରେ ଖାଉଟି
ନୂଆଦିଲ୍ଲୀ : ଦେଶରେ ବଢ଼ିବାରେ ଲାଗିଛି ଏଲପିଜି ସିଲିଣ୍ଡର ଦାମ୍ । ପୁଣି ଥରେ ଦେଶରେ ଏଲପିଜି ସିଲିଣ୍ଡର ଦାମ୍ ବୃଦ୍ଧି ପାଇଛି । ଯାହାଦ୍ୱାରା ଖାଉଟି ମାନେ ଚିନ୍ତାରେ ପଡ଼ିଛନ୍ତି। ସାରା ଦେଶରେ ରନ୍ଧନ ଗ୍ୟାସର ଦାମ୍ ୧୦୦୦ ଟଙ୍କା…