କଟକ-ଭୁବନେଶ୍ବରରୁ ଲୁଟିଥିଲେ ୧୭ ଲକ୍ଷ ଟଙ୍କାର ମୋବାଇଲ୍, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଦୁଇ ଅଭିଯୁକ୍ତ ଗିରଫ
କଟକ: କ୍ୟାଣ୍ଟନମେଣ୍ଟ ଥାନା ପୁଲିସକୁ ବଡ଼ ସଫଳତା ମିଳିଛି। ଏହି ଥାନାର ପୁଲିସ ଟିମ୍ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଦୁଇ ଜଣ ମୋବାଇଲ୍ ଫୋନ୍ ଲୁଟେରାଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତମାନଙ୍କ ଠାରୁ ପୁଲିସ ୯୦ଟି ମୋବାଇଲ ଫୋନ୍ ଜବତ କରିଛି। ଏହାର…