ମାଛ ଧରିବାକୁ ଯାଇଥିବା ବେଳେ ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ
ମହାକାଳପଡ଼ା: ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି । ନିଖୋଜ ମାଛ ଧରାଳି ହେଲେ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର…