UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ, ଅନୁଜ ଅଗ୍ନିହୋତ୍ରୀ ପ୍ରଥମ
ନୂଆଦିଲ୍ଲୀ : UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ । ଚଳିତଥର ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଛନ୍ତି । ଦ୍ବିତୀୟରେ ରାଜେଶ୍ବରୀ ସୁଭେ ଏମ, ୩ୟରେ ଅକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନଝୁନଓ୍ବାଲା, ପଞ୍ଚମରେ ଇଶାନ ଭଟ୍ଟନାଗର, ଷଷ୍ଠରେ ଜିନିଆ…