Author: iodishaadmin

ଗଛରେ ପିଟି ହେଲା ବାଇକ, ୨ ଯୁବକ ମୃତ

ନୟାଗଡ଼ : ଗଛରେ ପିଟି ହୋଇଗଲେ, ଚାଲିଗଲା ଜୀବନ। ମର୍ମନ୍ତୁଦ ବାଇକ ଦୁର୍ଘଟଣାରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଯୁବକ ନୟାଗଡ଼ ଭାପୁର ବ୍ଲକ ଧାନଚେଙ୍ଗଡା ପଞ୍ଚାୟତ କଳଟାଙ୍ଗୀ ଗାଁର ବୀର କିଶୋର ଧଳ ଓ…

ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ: ଜଣେ ଗୁରୁତର

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଆନନ୍ଦପୁର ଗ୍ରାମର ମୁଦୁଲି ସାହିରେ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଘଟିଥିବା ଖବର ମିଳିଛି। ବେହେରା ସାହି ଓ ତନ୍ତୀ ସାହିର ପ୍ରାୟ ୩୦ଟି ପରିବାରର ୧୦୦ରୁ ଅଧିକ ଗ୍ରାମବାସୀ ଏକତ୍ରିତ…

କଲେଜ ଛାତ୍ରୀଙ୍କୁ ହତ୍ୟା ଉଦ୍ୟମ

ଗୋପ: କଲେଜ ଛାତ୍ରୀଙ୍କୁ ବ୍ଲେଡରେ ଆକ୍ରମଣ । ପରୀକ୍ଷା ଦେବାକୁ ଯାଉଥିବା ବେଳେ ହତ୍ୟା ଉଦ୍ୟମ । ପୁରୀ ଜିଲ୍ଲା ଗୋପ ଥାନା ନାଗପୁରର ଅଭାବନୀୟ ଘଟଣା । ଛାତ୍ରୀ ଜଣକ ଗୋପ କଲେଜରେ +2 ପରୀକ୍ଷା ଦେବାକୁ ଯାଉଥିଲେ ।…

ବଢିଲା ଓସିଏସଇ ପାଇଁ ତୃତୀୟ ଲିଙ୍ଗ ବର୍ଗଙ୍କ ଅନଲାଇନ୍ ଆବେଦନ ଅବଧି

କଟକ: ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା (ଓସିଏସଇ) ପାଇଁ ତୃତୀୟ ଲିଙ୍ଗ ବର୍ଗଙ୍କ ବଢିଲା ଅନଲାଇନ୍ ଆବେଦନ ଅବଧି । ଆସନ୍ତା ମାର୍ଚ୍ଚ ୧୨ ତାରିଖ ପର୍ଯ୍ୟନ୍ତ ସମୟ ସୀମା ବୃଦ୍ଧି କରାଯାଇଛି । ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)…

ଚାପିଦେଲା ହାଇୱା, ୨ ମୃତ, ଜଣେ ଗୁରୁତର

ପିପିଲି: ଚାପିଦେଲା ହାଇୱା । ଦୁର୍ଘଟଣାରେ ୨ ଜଣ ମୃତ। ଅନ୍ୟ ଜଣେ ଗୁରୁତର| ଆହତଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭୁବନେଶ୍ୱର -ପୁରୀ ଜାତୀୟ ରାଜପଥ ଦାଣ୍ଡମକୁନ୍ଦପୁର ବାଇ ପାସରେ ଘଟିଛି ଦୁର୍ଘଟଣା । ମୃତକଙ୍କ ପରିଚୟ…

୮ ତାରିଖକୁ ବଦଳିବ ପାଗ, ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ତାତିରେ ରେକର୍ଡ କଲା ଝାରସୁଗୁଡ଼ା । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି । ଯାହା ଏକ ନୂଆ ରେକର୍ଡ । ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା ।…

ପିଲା ଚୋରି କରି ଚାଲିଥଲା ଭିକ୍ଷା ବୃତ୍ତି, ୫ ଗିରଫ, ୯ ବାଳକ ଉଦ୍ଧାର

ବ୍ରହ୍ମପୁର : ବର୍ଷ ବର୍ଷ ଧରି ବ୍ରହ୍ମପୁର ସହରର ସୁବାଷ ବୋଷ ଛକ ଟ୍ରାଫିକ ପୋଷ୍ଟ ପାଖରେ ଭିକ୍ଷା ମାଗୁଥିଲେ କିଛି ପିଲା l ଆଉ ଦୂରରୁ ସେମାନଙ୍କ ଉପରେ ନଜର ରଖୁଥିଲେ କଛି ଲୋକ l ଏମିତି ଚାଲିଥିଲା ଭିକ୍ଷା…

ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଗୁରୁବାର ଦିନ ମଧ୍ୟପ୍ରାଚ୍ୟ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ନିର୍ଦ୍ଧାରିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିଛି। ଖୁବଶୀଘ୍ର CBSE ଏହି ପ୍ରାର୍ଥୀମାନଙ୍କ ପାଇଁ ଫଳାଫଳ…

ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ହଠାତ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏହି ପଦକ୍ଷେପକୁ ଏକ ପ୍ରମୁଖ ରାଜନୈତିକ ଘଟଣା ବୋଲି ବିବେଚନା କରାଯାଉଛି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ…

ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଭାରତ ସରକାର, ଇରାନୀ ଦୂତାବାସ ପହଞ୍ଚିଲେ ବିଦେଶ ସଚିବ

ନୂଆଦିଲ୍ଲୀ : ଇରାନର ଦିବଙ୍ଗତ ସର୍ବୋଚ୍ଚ ନେତା ଆୟତୁଲ୍ଲା ଅଲୀ ଖାମେନେଇଙ୍କୁ ଭାରତ ସରକାର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବୈଦେଶିକ ସଚିବ ବିକ୍ରମ ମିସ୍ରି ନୂଆଦିଲ୍ଲୀ ସ୍ଥିତ ଇରାନୀ ଦୂତାବାସରେ ପହଞ୍ଚି ଶୋକ ପୁସ୍ତିକା ଉପରେ ଦସ୍ତଖତ କରିଛନ୍ତି…