Author: iodishaadmin

ଜିନ୍ଦଲ ଓ ବିଏମସି ମିଳିତ ଆନୁକୂଲ୍ୟରେ ମୋବାଇଲ୍ ସାନିଟେସନ୍ ୟୁନିଟ୍ ଆରମ୍ଭ

ଭୁବନେଶ୍ବର: ସାମୁଦାୟିକ କଲ୍ୟାଣ ଏବଂ ଉନ୍ନତ ସହରାଞ୍ଚଳ ପରିମଳ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ ​​କରି ଜିନ୍ଦଲ ଫାଉଣ୍ଡେସନ, ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ସହିତ ମିଳିତ ଭାବରେ, ସହର ସାରା ସାର୍ବଜନୀନ କାର୍ଯ୍ୟକ୍ରମ, ଉତ୍ସବ ଏବଂ ବଡ଼ ସମାବେଶ ସମୟରେ…

ସରିଲା ୪ଦିନିଆ ଦକ୍ଷତା ମହାକୁମ୍ଭ; ୧୩୨ କୃତି ପ୍ରତିଯୋଗୀ ପୁରସ୍କୃତ

ଭୁବନେଶ୍ୱର: ପୂର୍ବ ଭାରତ ପାଇଁ ଆୟୋଜିତ ଇଣ୍ଡିଆସ୍କିଲ୍ସ ଆଞ୍ଚଳିକ ପ୍ରତିଯୋଗିତା ୨୦୨୫-୨୬ ଭୁବନେଶ୍ୱରସ୍ଥିତ ଏସଡିଆଇ (SDI) ଅଡିଟୋରିୟମରେ ଉଦଯାପିତ ହୋଇଛି। ଏହା ଥିଲା ଯୁବ ପ୍ରତିଭା, ବୈଷୟିକ ଉତ୍କର୍ଷତା ଏବଂ ଆଞ୍ଚଳିକ ଗୌରବର ମହାକୁମ୍ଭ। କେନ୍ଦ୍ର କୌଶଳ ବିକାଶ ମନ୍ତ୍ରଣାଳୟର ତତ୍ତ୍ୱାବଧାନରେ…

ଯୁଦ୍ଧ ସ୍ଥିତି ନେଇ ଟେଲିଫୋନ୍‌ରେ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦୀ

ନୂଆଦିଲ୍ଲୀ: ମଧ୍ୟ-ପୂର୍ବ ଏସିଆ ଭୟଙ୍କର ଯୁଦ୍ଧର ନିଆଁରେ ଜଳୁଛି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଗୋଟିଏ ପରେ ଗୋଟିଏ ବଡ଼ ଆକ୍ରମଣ କରିଚାଲିଛନ୍ତି। ଯେଉଁଥିରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ସମେତ ବହୁ ସଂଖ୍ୟକ ଶୀର୍ଷ ନେତାଙ୍କ ମୃତ୍ୟୁ…

ନେତାନ୍ୟାହୁଙ୍କ କାର୍ଯ୍ୟାଳୟ ଉପରେ ମିସାଇଲ୍ ମାଡ଼ କଲା ଇରାନ !

ନୂଆଦିଲ୍ଲୀ : ଇରାନର ବଡ଼ ଦାବି । ନେତାନ୍ୟାହୁଙ୍କ କାର୍ଯ୍ୟାଳୟ ଉପରେ ମିସାଇଲ୍ ମାଡ଼ । ଇସ୍ରାଏଲ୍ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଭୟଙ୍କର ରୂପ ନେଇଛି । ସୋମବାର ଦିନ ଇରାନର ସେନା ବାହିନୀ ‘ଇସଲାମିକ୍…

ପାକିସ୍ତାନର ନୁର ଖାନ ଏୟାରବେସ ଉପରେ ଆଫଗାନିସ୍ତାନର ଏୟାରଷ୍ଟ୍ରାଇକ

ଆଫଗାନିସ୍ତାନ : ବିଶ୍ୱର ଅନେକ ଦେଶରେ ବର୍ତ୍ତମାନ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ସାଧାରଣ ଲୋକଙ୍କୁ ପ୍ରଭାବିତ କରୁଛି । ଏହି ସମୟରେ ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧକୁ ନେଇ ମୋଦିଙ୍କ ପ୍ରତିକ୍ରିୟା, ଭାରତ ଚାହଁ ଶାନ୍ତି ଓ ସ୍ଥିରତା

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ବଢୁଥିବା ଆକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ସାମ୍ନାକୁ ଆସିଛି । ମୋଦି କହିଛନ୍ତି, ବିଶ୍ବରେ ଚାଲିଥିବା ଅନେକ ତିକ୍ତତା ପାଇଁ ଭାରତର ଚିନ୍ତାଧାରା ସ୍ପଷ୍ଟ । ଆମେ ସବୁବେଳେ ଶାନ୍ତି ରଖିବା ପାଇଁ କହିଛୁ…

ଆମେରିକା F-15 ଯୁଦ୍ଧ ବିମାନକୁ ଖସାଇଲା ଇରାନ !

କୁଏତ : ଖସିଲା ଆମେରିକାର F-15 ଯୁଦ୍ଧ ବିମାନ । ଇରାନ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଆମେରିକା ବାୟୁସେନାର ଏକ F-15E ଷ୍ଟ୍ରାଇକ୍ ଇଗଲ୍ ଯୁଦ୍ଧବିମାନ କୁଏତର ପଶ୍ଚିମ ଭାଗରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରାଥମିକ ସୂଚନା ଅନୁଯାୟୀ,…

ଖାମେନେଇଙ୍କ ମୃତ୍ୟୁ ପରେ ଭାରତରେ ବଢ଼ିଲା ଉତ୍ତେଜନା, ସବୁ ରାଜ୍ୟକୁ ହାଇ-ଆଲର୍ଟ

ନୂଆଦିଲ୍ଲୀ : ଭାରତର ସବୁ ରାଜ୍ୟକୁ ହାଇ-ଆଲର୍ଟ! । ଗୃହ ମନ୍ତ୍ରଣାଳୟର ଚେତାବନୀ । ଖାମେନେଇଙ୍କ ମୃତ୍ୟୁ ପରେ ଭାରତରେ ବଢ଼ିଲା ଉତ୍ତେଜନା, ସଜାଗ ରହିବାକୁ ନିର୍ଦ୍ଦେଶ । ଖାମେନେଇଙ୍କ ମୃତ୍ୟୁକୁ ନେଇ ଭାରତରେ ହାଇ-ଆଲର୍ଟ । ସବୁ ରାଜ୍ୟକୁ କେନ୍ଦ୍ରର…

ଲେବାନନ୍ ଉପରେ ଇସ୍ରାଏଲର ଶକ୍ତିଶାଳୀ ଏୟାରଷ୍ଟ୍ରାଇକ୍

ଇସ୍ରାଏଲ : ଭୟଙ୍କର ରୂପ ନେଲା ମଧ୍ୟପ୍ରାଚ୍ୟର ମହାସଂଗ୍ରାମ । ଲେବାନନ୍ ଉପରେ ଇସ୍ରାଏଲର ଶକ୍ତିଶାଳୀ ଏୟାରଷ୍ଟ୍ରାଇକ୍ । ଲେବାନନ୍ ରାଜଧାନୀ ବେରୁଟ ଉପରେ ଭୟଙ୍କର ବୋମାମାଡ଼ କରିଛି ଇସ୍ରାଏଲ । ପ୍ରାୟ ୫୩ ଗାଁ ଏବଂ ସହରରେ ହୋଇଛି ଏହି…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ୧୦ ପ୍ରତିଶତକୁ ବୃଦ୍ଧି ପାଇଲା ତୈଳ ଦର

ଇରାନ : ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଆକାଶଛୁଆଁ ତେଲ ଦର । ଇସ୍ରାଏଲ-ଇରାନ ମଧ୍ୟରେ ବଢ଼ୁଥିବା ଯୁଦ୍ଧ ଯୋଗୁଁ ତୈଳ ଦରରେ ଲାଗିଛି ନିଆଁ । ଏହାରି ମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ୧୦ ପ୍ରତିଶତକୁ ବୃଦ୍ଧି ପାଇଛି…