ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି, ଅଭିଯୁକ୍ତ ଫେରାର
ବିହାର: ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି । ଅଭିଯୁକ୍ତ ପ୍ରେମିକ ଫେରାର। ବିହାର ବକସର ସହରରେ ଘଟିଛି ଏଭଳି ଅଘଟଣ । ମଙ୍ଗଳବାର ଏକ ବିବାହ ଉତ୍ସବ ଆୟୋଜିତ ହେଉଥିବାବେଳେ ଜଣେ ବ୍ୟକ୍ତି ହଠାତ ମଣ୍ଡପ ଉପରକୁ ଆସି କନ୍ୟାକୁ ଗୁଳି…
ବିହାର: ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି । ଅଭିଯୁକ୍ତ ପ୍ରେମିକ ଫେରାର। ବିହାର ବକସର ସହରରେ ଘଟିଛି ଏଭଳି ଅଘଟଣ । ମଙ୍ଗଳବାର ଏକ ବିବାହ ଉତ୍ସବ ଆୟୋଜିତ ହେଉଥିବାବେଳେ ଜଣେ ବ୍ୟକ୍ତି ହଠାତ ମଣ୍ଡପ ଉପରକୁ ଆସି କନ୍ୟାକୁ ଗୁଳି…
ନୂଆଦିଲ୍ଲୀ: ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି । ଇସ୍ରାଏଲକୁ ଦେଲେ ବନ୍ଧୁତାର ବର୍ତ୍ତା । କହିଲେ ଭାରତ-ଇସ୍ରାଏଲର ଐତିହାସିକ ସଂପର୍କ କଥା । ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗସ୍ତର ପ୍ରଥମ…
କଟକ : କଟକ ଜିଲ୍ଲା ଚୌଦ୍ୱାର ନିବାସୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ଆଜି ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଚୌଦ୍ୱାରର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଆଜି ଭୋର୍…
ପୁରୀ : ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ…
ମାଲକାନଗିରି : ପୋଲିସ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ…
କେନ୍ଦ୍ରାପଡ଼ା : ମଣ୍ଡି ନିର୍ଯାତନା, ଆଖି ବୁଜିଲେ ଚାଷୀ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଜୁଣଗଡି ଗାଁରେ ଚାଷୀ ତ୍ରିଲୋଚନ ନାୟକ ସରକାରୀ ମଣ୍ଡି ନିର୍ଯାତନା ସହି ନପାରି ଶେଷରେ ଆଖି ବୁଜି ଥିବା ଅଭିଯୋଗ ହୋଇଛି । ତ୍ରିଲୋଚନଙ୍କ…
ବ୍ରହ୍ମପୁର : ବ୍ରହ୍ମପୁର ହଳଦିଆପଦର ଓଭରବ୍ରିଜରେ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟଣା । ଘଟଣାର ସରଜମିନ ତଦନ୍ତ ପାଇଁ ହଳଦିଆପଦର ଓଭରବ୍ରିଜରେ ପହଞ୍ଚିଲେ ଉଚ୍ଚସ୍ତରୀୟ ବୈଷୟିକ ଟିମ୍ । ଓଭରବ୍ରିଜ ନିର୍ମାଣରେ ହୋଇଥିବା ତ୍ରୁଟିର ତଦନ୍ତ କରୁଛନ୍ତି ଟିମ୍ ।…
ଭୁବନେଶ୍ବର:ରାଜ୍ୟସଭା ନାମାଙ୍କନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳକସରତ ଆରମ୍ଭ କରିଦେଇଛନ୍ତି । ଖୁବଶୀଘ୍ର ରାଜ୍ୟସଭା ନେଇ ପ୍ରାର୍ଥୀ ଘୋଷଣା କରିବ ବୋଲି ବିଜେପି କହିଥିବା ବେଳେ ରାଜ୍ୟସଭା ନିର୍ବାଚନ ପାଇଁ ଫର୍ମ ନେଇଛି…
କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଶଳା ଓ ଭିଣୋଇ ମୃତ । ତୁରେକେଲା ଥାନା ବୁଢ଼ିବାହାଲ ଗାଁ ନିକଟରେ ବୁଲାଣି ରେ ବାଇକ ଦୁର୍ଘଟଣା ୨ ଜଣଙ୍କ ମୃତ୍ୟୁ ହୋଇଛି ।…
ଜୟପୁର: ଭାଲୁ ଆକ୍ରମଣରେ ମହିଳା ଗୁରୁତର । ଶୌଚ ପାଇଁ ଯାଉଥିବା ବେଳେ ଆକ୍ରମଣ କଲା ଭାଲୁ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବନାଞ୍ଚଳ ମୁଣ୍ଡାଗୁଡା ଅଞ୍ଚଳରେ ପୁଣି ଭାଲୁ ଆତଙ୍କ । ବୋରିଗୁମ୍ମା ମୁଣ୍ଡାଗୁଡା ଗାଁର ୪ ଜଣ ମହିଳା…