୧୧ ବର୍ଷ ପରେ ପୁଣି ପାଳନ ହେବ ହାଣ୍ଡିଭଙ୍ଗା ଯାତ
ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ପୁଣି ଅନୁଷ୍ଠିତ ହେବ ହାଣ୍ଡିଭଙ୍ଗା ଯାତ । ଏହାକୁ ସ୍ବଭାବିକ କରିବାକୁ କପିଳେଶ୍ୱରଙ୍କ ସେବାୟତମାନେ ସମ୍ମିଳିତ ଭାବେ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର…
ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ପୁଣି ଅନୁଷ୍ଠିତ ହେବ ହାଣ୍ଡିଭଙ୍ଗା ଯାତ । ଏହାକୁ ସ୍ବଭାବିକ କରିବାକୁ କପିଳେଶ୍ୱରଙ୍କ ସେବାୟତମାନେ ସମ୍ମିଳିତ ଭାବେ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର…
ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି…
ଭୁବନେଶ୍ୱର: ଡ୍ରପ୍ ଆଉଟକୁ ନେଇ ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର। ପୁଣି ବଢିଲା ଡ୍ରପ୍ ଆଉଟ୍ ସଂଖ୍ୟା। ୨୦୨୪-୨୫ ଶିକ୍ଷାବର୍ଷ ତଥ୍ୟ ଅନୁସାରେ, ୧୫ ପ୍ରତିଶତ ପିଲା ପାଠ ଛାଡ଼ିଛନ୍ତି। ୧୨.୮%ରୁ ବଢି ୧୫% ହେଲା ଡ୍ରପ୍ ଆଉଟ୍ ସଂଖ୍ୟା। ୨୦୨୪-୨୫…
ଭୁବନେଶ୍ୱର: ଭୁବନେଶ୍ବର ଏୟାରଫିଲ୍ଡ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ପ୍ରେମିକା ଆଗରେ ଗଲା ପ୍ରେମିକ ଜୀବନ। ଓୟୋରୁ ମିଳିଲା ସନ୍ଦେହଜନକ ମୃତଦେହ। ହୋଟେଲ୍ ରୁମ୍ରେ ଝୁଲୁଥିଲା ଇଂଜିନିୟରିଂ ଛାତ୍ରଙ୍କ ମୃତଦେହ। ମୃତ ଇଂଜିନିୟରିଂ ଛାତ୍ର ହେଲେ ବିବୁନା ପ୍ରଧାନ। ସଫ୍ଟୱେର ଇଞ୍ଜିନିୟର…
କଟକ : ମେମୁ ଟ୍ରେନ୍ ମୁହାଁମୁହିଁ ଖବର ମିଛ । ସ୍ପଷ୍ଟ କଲା ପୂର୍ବତଟ ରେଳବାଇ । ରେଳବାଇର ବଡ଼ ସ୍ପଷ୍ଟୀକରଣ ପାନିକ ହୁଅନ୍ତୁ ନାହିଁ । ମହାନଦୀ ପୋଲ ଉପରେ ଦୁଇ ଟ୍ରେନ ଧକ୍କାରୁ ବର୍ତ୍ତିବା ନେଇ ଖବର ହୋଇଥିଲା…
ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ ଶୀତ ଉଭେଇବାରେ ଲାଗିଛି । ଏବେ ପ୍ରାୟ ସବୁ ସହରରେ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହୁଛି । ଆଗକୁ ଏଥିରେ ବହୁ ମାତ୍ରାରେ ବୃଦ୍ଧି ପାଇବା ନେଇ ଏବେଠୁ ଆକଳନ କରିଛି ପାଣିପାଗ ବିଭାଗ…
ବ୍ରହ୍ମପୁର : ବିକ୍ରମ ପଣ୍ଡାଙ୍କ ଅପରେସନକୁ ନେଇ ନ୍ଦ୍ବନ୍ଦ୍ବ । ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ପୁଣି ଥରେ ଚିକିତ୍ସା ପାଇଁ mkcg ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ମେଡିକାଲରେ…
ବାରିପଦା: ଶିମିଳିପାଳରେ ଆତ୍ମସମର୍ପଣ କଲେ ୩୯ ଶିକାରୀ। ଏହାସହ ୯ଟି ବନ୍ଧୁକ ଜବତ ହୋଇଛି। AI କ୍ୟାମେରାରେ ଧରାପଡ଼ିଲେ ୩୯ ଶିକାରୀ। ଶିକାରରେ ବ୍ୟବହୃତ ଅସ୍ତ୍ରଶସ୍ତ୍ର ଜବତ କଲା ବନ ବିଭାଗ। ଏହାସହ ବିପୁଳ ପରିମାଣର ବନ୍ଧୁକ ପାଉଡର ଏବଂ ୨୦…
କଟକ: କଟକ ଜଗତପୁର ପାଗାରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି । SCBରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ବିସ୍ଫୋରଣରେ ମାଆ ଓ କୁନି ଝିଅର ମୃତ୍ୟୁ ହୋଇଥିଲା । ଜଗତପୁର ପାଗା…
ଭୁବନେଶ୍ୱର: ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ। ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା-୨୦୨୫ ବିଜ୍ଞପ୍ତିରେ ସଂଶୋଧନ କରାଯାଇଛି। ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବର୍ଗର ପ୍ରାର୍ଥୀଙ୍କୁ…