ଉପଜିଲ୍ଲାପାଳଙ୍କ ମହାନତା, ନିଜ ଗାଡ଼ିରେ ପରୀକ୍ଷା କେନ୍ଦ୍ରକୁ ଦୁଇ ପରୀକ୍ଷାର୍ଥୀଙ୍କୁ ପଠାଇଲେ
ଭୁବନ: ଅଧାରୁ ପାଠ ଛାଡ଼ିଥିବା ବିଦ୍ୟାର୍ଥୀଙ୍କୁ ରାଜ୍ୟ ମୁକ୍ତ ବିଦ୍ୟାଳୟ ଜରିଆରେ ସିଧାସଳଖ ମାଟ୍ରିକ ପରୀକ୍ଷା ଦେବାର ସୁଯୋଗ ଦିଆଯାଇଛି। ଭୁବନ ପରୀକ୍ଷା କେନ୍ଦ୍ରର ୨ ବିଦ୍ୟାର୍ଥୀ ନିଜ ଆଡମିଟ କାର୍ଡ ଧରି ବସ୍ରେ ବସି କାମାକ୍ଷାନଗର ବସ ଷ୍ଟାଣ୍ଡରେ ଏଣେ…