Author: iodishaadmin

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ପନ୍ତୁରି ଫାର୍ମହାଉସରେ ମାପଚୁପ, ତହସିଲ ପକ୍ଷରୁ ହୋଇଥିଲା ନୋଟିସ୍

ଚଣ୍ଡିଖୋଲ ୧୭।୨: ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ପନ୍ତୁରି ଫାର୍ମହାଉସରେ ସରକାରୀ ଭାବେ ମାପଚୁପ । କିଛି ଦିନ ତଳେ ଏହି ଫାର୍ମହାଉସରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ପ୍ରଣବ ଏହି…

ଚିକିତ୍ସାଧୀନ ଅବସ୍ଥାରେ PEO ଦଣ୍ଡପାଣି ପାତ୍ରଙ୍କ ମୃତ୍ୟୁ, ନାଁରେ ଆସିଥିଲା ନିର୍ଯାତନା ଅଭିଯୋଗ

ଦିଗପହଣ୍ଡି ୧୭।୨: ଆଖିବୁଜିଲେ ଚିକିଟି ପିଇଓ । ଚିକିଟି ଅତିରିକ୍ତ ତହସିଲଦାରଙ୍କୁ ଯୌନ ନିର୍ଯାତନା ଅଭିଯୋଗ ପରେ ବିଷପାନ କରିଦେଇଥିଲେ ଚିକିଟି ପିଇଓ । ପିଇଓ ବି.ଦଣ୍ଡପାଣି ପାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଗଞ୍ଜାମ ଜିଲ୍ଲା ସୁନାପୁର ବେଳାଭୂମି ମହୋତ୍ସବ…

ଦୁର୍ନୀତି ଏବଂ ଦାଦାବଟି ଆଦାୟ ଅଭିଯୋଗରେ ଏସଓଜି ଟିମକୁ ନିଲମ୍ବନ କଲେ ଏସପି

ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ସମ୍ଭଲ ଜିଲ୍ଲାରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି । ଯେଉଁଠାରେ ସମ୍ପୂର୍ଣ୍ଣ ସ୍ପେଶାଲ୍ ଅପରେସନ୍ସ ଗ୍ରୁପ୍ (ଏସଓଜି) ଦଳକୁ ନିଲମ୍ବିତ କରାଯାଇଛି। ସମ୍ଭଲ ଜିଲ୍ଲା ପୁଲିସ ଆରକ୍ଷୀ ଅଧିକ୍ଷକ କୃଷ୍ଣ କୁମାର ବିଷ୍ଣୋଇ ଦୁର୍ନୀତି…

ପଶ୍ଚିମବଙ୍ଗର ୭ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ କମିଶନ ପଶ୍ଚିମବଙ୍ଗର ସାତ ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ଏହି ଅଧିକାରୀଙ୍କ ବିରୁଦ୍ଧରେ ଏସଆଇଆରରେ ଗୁରୁତର ଅବହେଳା, କର୍ତ୍ତବ୍ୟରେ ଅବହେଳା ଏବଂ କ୍ଷମତାର ଅପବ୍ୟବହାର ଅଭିଯୋଗ ହୋଇଥିଲା । ନିର୍ବାଚନ କମିଶନ ପଶ୍ଚିମବଙ୍ଗର ମୁଖ୍ୟ ସଚିବଙ୍କୁ ନିଲମ୍ବିତ…

ରାଜପାଲଙ୍କୁ ମିଳିଲା ଜାମିନ, ପାସପୋର୍ଟ ସହ ୧.୫ କୋଟି ଜମା

ନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ । ହାଇକୋର୍ଟ ରାଜପାଲ ଯାଦବଙ୍କ ଓକିଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ୧.୫ କୋଟି ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଦାଖଲ କରିବାକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସମୟ ଦେଇଥିଲେ । ଏହି…

ହୋର୍ଡିଂ ପଡ଼ି ଚାଲିଗଲା ସମାଜବାଦୀ ପାର୍ଟିର ନେତାଙ୍କ ଜୀବନ

ଉତ୍ତରପ୍ରଦେଶ : ଭୟଙ୍କର ଦୁର୍ଘଟଣାରେ ଜୀବନ ହାରିଲେ ସମାଜବାଦୀ ପାର୍ଟିର ନେତା । ଉତ୍ତର ପ୍ରଦେଶର ପ୍ରତାପଗଡରେ ହୋଇଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସମାଜବାଦୀ ପାର୍ଟିର ଜଣେ ବରିଷ୍ଠ ନେତା ପ୍ରାଣ ହରାଇଛନ୍ତି । ଘରଠାରୁ ମାତ୍ର ୫୦୦ ମିଟର…

ଆଜିଠୁ ଆରମ୍ଭ ହେଲା ଏଆଇ ଇମ୍ପାକ୍ଟ ଏ​‌କ୍ସପୋ

ନୂଆଦିଲ୍ଲୀ: ଆଜିଠାରୁ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ ଆରମ୍ଭ ହେଉଛି। ଫେବୃଆରୀ ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିବେ। ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଅବସରରେ ଏହି…

୧୧ ମାସରେ ଆସିଲା ହାମ୍ପି ହରର ରାୟ, ୩ ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ: ୧୧ ମାସରେ ଆସିଲା ହାମ୍ପି ହରର ରାୟ । ଓଡ଼ିଆ ଯୁବକଙ୍କ ହତ୍ୟାକାରୀଙ୍କୁ ମିଳିଲା ମୃତ୍ୟୁ ଦଣ୍ଡ । ୨ ଜଣ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଓ ଜଣଙ୍କୁ ହତ୍ୟା ମାମଲାରେ ୩ ଜଣଙ୍କୁ ମୃତ୍ୟୁଦଣ୍ଡ ମିଳିଛି । କର୍ଣ୍ଣାଟକର…

ଅହମଦାବାଦ ଓ ଭଦୋଦରାର ଅନେକ ସ୍କୁଲକୁ ବୋମା ଧମକ

ଗୁଜରାଟ : ଗୁଜରାଟ ଅହମ୍ମଦାବାଦ ଏବଂ ଭଦୋଦରାର ଅନେକ ସ୍କୁଲକୁ ବୋମା ଧମକ । ବୋମା ଧମକ ନେଇ ସୂଚନା ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ଅତିକମରେ ୨୮ ସ୍କୁଲକୁ ଇମେଲ୍ ମାଧ୍ୟମରେ ଧମକ ମିଳିଛି । ଭାରତକୁ ଖଲିସ୍ତାନରେ…

ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ : ୭ ମୃତ

ରାଜସ୍ଥାନ : ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ । ନିଆଁରେ ସାତ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି ହେଲେ ଦୁଇଜଣ ଶ୍ରମିକ ଏବେ ବି ଭିତରେ ଫସି ରହିଛନ୍ତି । ଘଟଣା…