Author: iodishaadmin

ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ

ପଶ୍ଚିମ ଓଡ଼ିଶାର ଜଣାଶୁଣା ଡାକ୍ତର, ସମାଜସେବୀ ଓ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ରାସେଶ୍ବରୀ ପାଣିଗ୍ରାହୀଙ୍କ ସମ୍ବଲପୁର ଶାନ୍ତିନଗରସ୍ଥିତ ନିଜ ଘରେ ପରଲୋକ ହୋଇଯାଇଛି। ୭୯ ବର୍ଷ ବୟସରେ ପରଲୋକ। ସୂଚନା ଯୋଗ ଯେ,…

ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ଦୀକ୍ଷାନ୍ତ ସମାରୋହ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତଓଡ଼ିଶା ଅଗ୍ନିଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନ ପରିସରରେ ଆଜି ୨୧ତମ ବ୍ୟାଚ୍ ମୁଖ୍ୟ ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବରେ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡ଼ଙ୍ଗୀ, ଅଗ୍ନିଶମ…

ସାତମାରି ପାହାଡରେ ମାଓକ୍ୟାମ୍ପ, କମ୍ବିଂ ଅପରେସନ ଜାରି

ନୂଆପଡ଼ା : ମାଓ ଦମନ ଅଭିଯାନରେ ବଡ଼ ସଫଳତା । ପାହାଡ଼ରୁ ଠାବ ହେଲା ମାଓକ୍ୟାମ୍ପ । ଛତିଶଗଡ଼ ଗରିଆବନ୍ଧ ଜିଲ୍ଲା ମେନପୁର ଥାନା ସାତମାରି ପାହାଡରେ ମାଓକ୍ୟାମ୍ପ ଠାବ ହୋଇଛି । ନୂଆପଡ଼ା ଡିଭିଜନ ମାଓ ସଂଗଠନ ଦ୍ଵାରା ମାଟିତଳେ…

ଆସନ୍ତାକାଲିଠୁ CBSE ଦଶମ ଓ ଦ୍ବାଦଶ ପରୀକ୍ଷା, ପ୍ରଥମ ବୋର୍ଡ଼ ବାଧ୍ୟତାମୂଳକ

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ ଓ ଦ୍ବାଦଶ ପରୀକ୍ଷା । ସ୍କୁଲ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ CBSE ପକ୍ଷରୁ ଆଡଭାଇଜରୀ । ସକାଳ ୧୦ଟା ପୂର୍ବରୁ ପରୀକ୍ଷାକେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି ।…

କଳାହାଣ୍ଡି ଓ ରାୟଗଡା ଜିଲ୍ଲାର ୩୦୦୦ ରୁ ଅଧିକ ଗ୍ରାମକୁ ପାନୀୟ ଜଳ ଯୋଗାଇବ ବେଦାନ୍ତ, ହେବ ଅତ୍ୟାଧୁନିକ ଜଳ ବିଶୋଧନାଗାର

ରାୟଗଡ଼ା : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଏହାର ‘ଜଳ, ପରିମଳ ଏବଂ ସ୍ୱଚ୍ଛତା’ (ୱାଶ) ପଦକ୍ଷେପ ମାଧ୍ୟମରେ ଓଡ଼ିଶାର କଳାହାଣ୍ଡି ଏବଂ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଅତ୍ୟାଧୁନିକ ଜଳ ବିଶୋଧନ ବ୍ୟବସ୍ଥା ସହିତ ସୌର-ଚାଳିତ ନଳକୂପ ସ୍ଥାପନ…

୨୦୨୬-୨୭ ପାଇଁ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ

ଭୁବନେଶ୍ୱର : ୨୦୨୬-୨୭ରେ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ । ନିଯୁକ୍ତି ଓ ଭିତ୍ତିଭୂମି ଉପରେ ରହିବ ନଜର । କାଲି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବ୍ରୁଆରୀ…

ବାଉନ୍ସରଙ୍କ ପାଇଁ ବାରରେ ବଢୁଛି ଆକ୍ରମଣ, ଏଣିକି ଏକ୍ସାଇଜ ଓ ପୋଲିସ ଟିମ୍ କରିବେ ଜଏଣ୍ଟ ରେଡ

ଭୁବନେଶ୍ୱର : ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ । ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ ।…

ବଜେଟ୍ ଅଧିବେଶନ ବେଳେ ଜଗିବେ ବ୍ଲାକ କମାଣ୍ଡୋ, କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା

ଭୁବନେଶ୍ୱର : ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ । ଚଳିତ ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ଜଗିବେ ୩୪ ପ୍ଲାଟୁନ ପୋଲିସ ଫୋର୍ସ । ଗୋଟିଏ…

ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ, ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ

ରାଜନଗର: ଦୀର୍ଘ ୩ ମାସ ପରେ ସ୍ବଭାବିକ ହେଲା ଅଙ୍ଗନବାଡ଼ି କେନ୍ଦ୍ର । ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ । ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ । ପିଲା ପହଂଚିବା ପରେ ସ୍ୱଭାବିକ ହେଲା ଅଙ୍ଗନବାଡି…

ଜଳପ୍ରପାତରେ ବୁଡ଼ି SI ନିଖୋଜ

କୋରାପୁଟ: ଜଳପ୍ରପାତରେ ବୁଡ଼ି SI ନିଖୋଜ । କୋରାପୁଟ ଜିଲ୍ଲା କୋଟପାଡ଼ ଗୁଲୁମୀ ଜଳପ୍ରପାତରେ ଅଘଟଣ ଘଟିଛି । ନିଖୋଜ ଏସଆଇ ହେଲେ ଛତିଶଗଡ଼ ନଗରନାର ଥାନାର ଆକାଶ ଚୌଧୁରୀ । ଗତକାଲି ୫ଜଣ ପିକନିକ୍ କରିବାକୁ ଆସିଥିଲେ । ସେମାନଙ୍କ…