Author: iodishaadmin

AI ନ ଶିଖିଲେ ଛାଡ଼ିବାକୁ ହେବ ଚାକିରି

ନୂଆଦିଲ୍ଲୀ: ଟେକ୍ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଣିକି କମ୍ପାନୀରେ ରହିବାକୁ ହେଲେ AI ବା କୃତ୍ରିମ ବୁଦ୍ଧିମତାକୁ ଆପଣେଇବାକୁ ହେବ, ନଚେତ୍ ସମ୍ମାନର ସହ ବିଦାୟ ନେବାକୁ ପଡ଼ିବ। ନିଜ କର୍ମଚାରୀଙ୍କୁ ଏମିତି କିଛି କଡ଼ା ଚେତାବନୀ…

ଏୟାର ଇଣ୍ଡିଆ ଦୁର୍ଘଟଣା: ୩ସପ୍ତାହ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ବୁଧବାର (୧୧ ଫେବୃଆରୀ) କେନ୍ଦ୍ରକୁ ୧୨ ଜୁନ୍, ୨୦୨୫ରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ମାମଲାରେ ଏପର୍ଯ୍ୟନ୍ତ ଅନୁସରଣ କରାଯାଇଥିବା ପ୍ରକ୍ରିୟାଗତ ପ୍ରୋଟୋକଲ ଉପରେ ଏକ ସଂକ୍ଷିପ୍ତ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ଏୟାରକ୍ରାଫ୍ଟ ଆକ୍ସିଡେଣ୍ଟ ଇନଭେଷ୍ଟିଗେସନ୍…

ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ; ଲୋକେ ଭୟଭୀତ

ମୁନିଗୁଡ଼ା : ମୁନିଗୁଡା ବନଖଣ୍ଡ ଅନ୍ତର୍ଗତ ଜଗଦଲପୁର ପଞ୍ଚାୟତର ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ ଦେଖିବାକୁ ମିଳିଛି। ଗତକାଲି ରାତିରେ ଏକ ବାଛୁରୀକୁ ବାଘ ଖାଇଥିବା ସନ୍ଦେହ। ରାୟଗଡ଼ା ଜିଲ୍ଲା ଡିମିରିଗୁଡା ଗ୍ରାମ ନିକଟରେ ବାଘ ଆତଙ୍କ। ଗ୍ରାମ ନିକଟରେ…

କଟକରେ ଲେଜର ଲାଇଟ ବ୍ୟାନ କଲେ ହାଇକୋର୍ଟ

କଟକ : ଲେଜର ଲାଇଟ ଉପରେ ବ୍ୟାନ ଲଗାଇଲେ ହାଇକୋର୍ଟ । କଟକ ସହରରେ ହୋଇ ପାରିବ ନାହିଁ ଲେଜର ଲାଇଟ ବ୍ୟବହାର । ରାତି ୧୦ ଟା ପରେ ବିବାହ ରୋଷଣୀ ସଂପୂର୍ଣ୍ଣ ମନା । ରୋଷଣୀ ଆଦିରେ ଡିଜେ…

ଖରାଦିନ ନ ହେଉଣୁ ଜଳିଲାଣି ଜଙ୍ଗଲ

ବାଙ୍କି : ଖରାଦିନ ଆସିନି । ଏବେଠୁ ଜଳିଲାଣି ଜଙ୍ଗଲ । କଟକ ଜିଲ୍ଲା ବାଙ୍କୀ ବ୍ଲକ ଗୋପବନ୍ଧୁ ନଗରଠାରୁ ଖଏରପଙ୍ଗା ରାସ୍ତା କଡ଼ରେ ଥିବା ପଟାଶ ଜଙ୍ଗଲରେ ନିଆଁ ଲାଗିଛି । ହୁ ହୁ ହୋଇ ଜଳୁଛି ୪ ଏକରରୁ…

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର। ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା ଅଭିଯୋଗରେ…

୩ ମାସ ମଧ୍ୟରେ ରତ୍ନଭଣ୍ଡାର ଗଣତିମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପାଇଁ ହାଇକୋର୍ଟଙ୍କ ୩ ମାସର ଡେଡ୍ ଲାଇନ । ୧୯୭୮ର ​ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହିପରି ରତ୍ନ ଭଣ୍ଡାର ଚାବି…

ବ୍ଲକ୍ ଜିପରେ ତେଲ ପକାଇବା ନାଁରେ ସରକାରଙ୍କ ଟଙ୍କା ଲୁଟି ନେଲେ ବିଡିଓ !

ବାଙ୍କୀ: ସରକାରୀ ବାବୁ କରୁଛନ୍ତି ମହା ଘୋଟାଲା । ସରକାରୀ ଗାଡ଼ିରେ ତେଲ ପକାଇବା ବାହାନାରେ ନିଜ ବ୍ୟକ୍ତିଗତ ଗାଡ଼ିରେ ତେଲ ପକାଇବା ପାଇଁ ସରକାରଙ୍କ ଟଙ୍କା ହଡ଼ପ କରିଥିବା ଅଭିଯୋଗ । ଗ୍ରାମାଞ୍ଚଳରେ ନୂତନ ଭାବେ ଉନ୍ନୟନ ମୂଳକ କାର୍ଯ୍ୟ…

ପ୍ରକାଶ ପାଇଲା OTET ଫଳାଫଳ; ୧ ଲକ୍ଷ ୬ ହଜାର ୪୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ

କଟକ : ପ୍ରକାଶ ପାଇଲା OTET ରେଜଲ୍ଟ । OTET-୨୦୨୫ ଫଳାଫଳ ପ୍ରକାଶ ପାଇଛି। ୧୭ ଡିସେମ୍ବରରେ ହୋଇଥିବା ପରୀକ୍ଷାର ରେଜଲ୍ଟ ବାହାରିଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୨ରେ ୧ ଲକ୍ଷ ୮…

ଜମି କିଣାବିକାରେ ଆଉ ହେବନି ଠକେଇ, ପଟ୍ଟାରେ ଲାଗିବ କ୍ୟୁଆର କୋଡ

ଭୁବନେଶ୍ୱର : ଜମି କିଣାବିକାରେ ଆଉ ହୋଇପାରିବନି ଠକେଇ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ଇଲୋକ୍ଟ୍ରୋନିକ୍ସ ଯୁକ୍ତ କ୍ୟୁଆର କୋଡ ପଟ୍ଟା । ପଟ୍ଟାରେ ଥିବା କ୍ୟୁଆର କୋଡକୁ ସ୍କାନ କଲେ ପଟ୍ଟାର ସମ୍ପୂର୍ଣ୍ଣ ଇତିହାସ…