ମୋହନ-ନବୀନ ଗୀତକୁ ନେଇ କଲେଜରେ ଦୁଇ ଗୋଷ୍ଠୀ ମୁହାଁମୁହିଁ
ଜଳେଶ୍ୱର : ମୋହନ-ନବୀନ ଗୀତକୁ ନେଇ ଗଣ୍ଡଗୋଳ । କଲେଜରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍ । ବାଲେଶ୍ବର ଜିଲ୍ଲା ଅମର୍ଦ୍ଦାରୋଡ଼ସ୍ଥିତ ସିଦ୍ଧେଶ୍ବର ମହାବିଦ୍ଯାଳୟରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ । ମହାବିଦ୍ଯାଳୟର ବାର୍ଷିକ ଉତ୍ସବ ସମାପନ ହେବା ପରେ ଅପରାହ୍ଣରେ…