Author: iodishaadmin

୩ ମହିଳାଙ୍କୁ ଦଳିଦେଲା ଦନ୍ତା

ଢେଙ୍କାନାଳ : ଦଳିଦେଲା ଦନ୍ତା ୩ ମହିଳା ମୃତ । ଢେଙ୍କାନାଳ ସଦର ରେଞ୍ଜ କାଇମାଟି ଲୁଚାପଲି ଗାଁରେ ହାତୀ ଆକ୍ରମଣରେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଢେଙ୍କାନାଳ ମୁଖ୍ୟ…

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଦ୍ୱିତୀୟ ପଞ୍ଜିକା ସମୀକରଣ ବୈଠକ

ପୁରୀ : ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଦ୍ୱିତୀୟ ପଞ୍ଜିକା ସମୀକରଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ । ଗତ ମାସ ୨୯ ତାରିଖରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୮ ଜଣ ପଞ୍ଜିକାରଙ୍କୁ ଡକାଯାଇଥିଲା…

ମାଟ୍ରିକ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରକୁ ପଠାଗଲା ପ୍ରଶ୍ନପତ୍ର

କଟକ : ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ନୋଡାଲ ସେଣ୍ଟରକୁ ପଠାଗଲା ପ୍ରଶ୍ନପତ୍ର । କଟକ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମରୁ ପ୍ରଶ୍ନପତ୍ର ନୋଡାଲ୍ ସେଣ୍ଟରକୁ ପଠାଯାଇଛି । ପ୍ରଥମ ଦିନ ଦୂରଦୂରାନ୍ତରେ ଥିବା ୪ଟି…

ଅଙ୍ଗନବାଡ଼ିରେ ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ଶିଶୁଙ୍କୁ ପଢ଼ିବାକୁ ଛାଡୁନାହାନ୍ତି ଅଭିଭାବକ

ରାଜନଗର : ବିଜ୍ଞାନ ଯୁଗରେ ଜାତିପ୍ରଥାର କୁତ୍ସିତ ପରମ୍ପରା । ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ଅଙ୍ଗନବାଡ଼ିକୁ ଶିଶୁଙ୍କୁ ପଢିବାକୁ ଛାଡୁ ନାହାନ୍ତି ଗ୍ରାମବାସୀ । ଏପରିକି ସହାୟିକାଙ୍କ ହାତରୁ ପ୍ରସୂତି ଏବଂ ଶିଶୁଙ୍କ ପାଇଁ ଆସୁଥିବା ଖାଦ୍ୟ ମଧ୍ୟ…

ରାଜଧାନୀରେ ଚାଞ୍ଚଲ୍ୟ, ତ୍ରିକୋଣୀୟ ପ୍ରେମରୁ ହତ୍ୟା

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ । ପ୍ରେମ ସପ୍ତାହରେ ତ୍ରିକୋଣୀୟ ପ୍ରେମରୁ ହତ୍ୟା । ଚକୋଲେଟ୍ ଡେ’ରେ ନୀଳାଦ୍ରିବିହାରରେ ଭଡ଼ା ଘରେ ରହୁଥିବା ପାର୍ଲର ପ୍ରେମିକାଙ୍କୁ ଚକୋଲେଟ୍ ଦେବାକୁ ଆସିଥିଲେ ପ୍ରେମିକ ସତ୍ୟବ୍ରତ ପ୍ରଧାନ । ତାଙ୍କ ଘର ବ୍ରହ୍ମଗିରି ହସିନପୁର ଅଞ୍ଚଳରେ…

୨ ଲକ୍ଷ ଟଙ୍କା ପାଇଁ ବଧୁହତ୍ୟା ଅଭିଯୋଗ

ବାଲୁଙ୍ଗା: ପୁଣି ଯୌତୁକ ପାଇଁ ବଧୁହତ୍ୟା ଅଭିଯୋଗ । ଖୋର୍ଦ୍ଧା ନାଚୁଣୀ ଥାନା ବଉଳବନ୍ଧ ଗାଁର ଏ ଅଭାବନୀୟ ଘଟଣା । ମୃତକ ହେଲେ ଟାଙ୍ଗୀ ପାରିଓରଡ଼ର ଜ୍ୟୋତ୍ସା ସାହୁ । ୫ ବର୍ଷ ତଳେ ସେ ବଉଳବନ୍ଧର ହରି ସାହୁଙ୍କୁ…

କୋଚିଂ ସେଣ୍ଟରରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ସାଲେପୁର: ଘରୋଇ ଆବାସିକ କୋଚିଂ ସେଣ୍ଟର ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ । ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର କଲେଜ ନିକଟସ୍ଥ ଘରୋଇ କୋଚିଙ୍ଗ ସେଣ୍ଟରରେ । ମୃତ ନାବାଳକ…

କାନ୍ଥ ତାଡି ଲୁଟିନେଲେ କୋଟିଏ ଟଙ୍କାର ଅଳଙ୍କାର

ବାଲେଶ୍ବର: ବାଲେଶ୍ୱର ଜିଲ୍ଲାରେ ମାତିଛନ୍ତି ଲୁଟେରା । ଲୁଟି ନେଉଛନ୍ତି ବହୁମୂଲ୍ୟ ସାମଗ୍ରୀ । ଆଜି ଜିଲ୍ଲାର ସୋର ଥାନା ଫଟା ଅର୍ଜୁନ ଛକରେ ଥିବା ନୀଳମଣି ଜୁଏଲାରୀ ଦୋକାନରେ ବଡ ଧରଣର ଲୁଟ୍ ହୋଇଛି । ସୁନା ଦୋକାନ କାନ୍ଥ…

କଟକରେ ନିର୍ମାଣ ହେବ ଆଉଟର ରିଙ୍ଗ୍‌ରୋଡ୍‌, ରହିବନି ଟ୍ରାଫିକ୍‌ ସମସ୍ୟା

କଟକ: ଏଣିକି କଟକରେ ଆଉ ରହିବନି ଟ୍ରାଫିକ୍‌ ସମସ୍ୟା। ଏହାର ସମଧାନ ପାଇଁ ନିର୍ମାଣ ହେବ ଆଉଟର ରିଙ୍ଗ୍‌ରୋଡ୍‌। ଏନନେଇ ଚାଲିଛି ବଡ଼ ଯୋଜନା। ଭୁବନେଶ୍ୱର ସହର ପରିବର୍ଦ୍ଧିତ ଯୋଜନା ପରି କଟକରେ ରିଙ୍ଗ୍‌ରୋଡ୍‌ ନିର୍ମାଣ ନେଇ ସରକାର ଯୋଜନା କରିଛନ୍ତି।…

ମଣିପୁରରେ ପୁଣି ହିଂସା ; ଜାଳିଦେଲେ ଏକାଧିକ ଘର

ମଣିପୁର: ପୁଣି ମଣିପୁରରେ ହିଂସା ଦେଖିବାକୁ ମିଳିଛି । ନାଗା ସମ୍ପ୍ରଦାୟର ଜଣଙ୍କ ଉପରେ ଆକ୍ରମଣ ପରେ ପରସ୍ପର ଉପରେ ଆକ୍ରମଣ ସହ ଘରପୋଡ଼ି ପରିସ୍ଥିତି ସୃଷ୍ଟି ହୋଇଛି । ମଣିପୁରର ଉଖ୍ରୁଳ ଜିଲ୍ଲାରେ ହିଂସା ଉଗ୍ର ରୂପ ନେଇଛି ।…