Author: iodishaadmin

ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ଯୋଗୀ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୬୮ ହଜାର କର୍ମଚାରୀଙ୍କୁ ମିଳିବନି ଦରମା

ଲକ୍ଷ୍ନୌ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ସମ୍ପତ୍ତି ବିବରଣୀ ପ୍ରଦାନ କରିବାରେ ବିଫଳ ଯୋଗୁଁ ରାଜ୍ୟ ସରକାର ୬୮,୨୩୬ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ କରିଦେଇଛନ୍ତି । ଉତ୍ତରପ୍ରଦେଶର…

୯୦ ବର୍ଷ ବୟସରେ ଦଲାଇ ଲାମାଙ୍କୁ ଗ୍ରାମୀ ଆୱାର୍ଡ

ନୂଆଦିଲ୍ଲୀ: ଗ୍ରାମୀ ଆୱାର୍ଡ ଜିତିଲେ ଦଲାଇ ଲାମା । ୯୦ ବର୍ଷ ବୟସରେ ମ୍ୟୁଜିକର ସବୁଠୁ ବଡ଼ ଆୱାର୍ଡ ଜିତିଛନ୍ତି ତିଦ୍ଦତୀୟ ଧର୍ମଗୁରୁ ଦଲାଇ ଲାମା । ତାଙ୍କର ଆଲବମ୍ ମେଡିଟେସନ୍- ଦ ରିଫ୍ଲେକ୍ସନ ଅଫ୍ ହିଜ୍ ହଲିନେସ୍ ଦ ଦଲାଇ…

ପୁଣି ଇଣ୍ଡିଗୋକୁ ବୋମା ଧମକ, ବାରାଣାସୀ ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ବାରାଣାସୀ : ପୁଣିଥରେ ବିମାନକୁ ବୋମା ଧମକ । ଇଣ୍ଡିଗୋ ଏୟାରଲାଇନ୍ସର ବିମାନକୁ ବୋମା ଧମକ ମିଳିବା ପରେ ବାରାଣାସୀର ଲାଲ ବାହାଦୂର ଶାସ୍ତ୍ରୀ ଏୟାରପୋର୍ଟରେ ଜରୁରୀ ଅବତରଣ କରିଛି । ବିମାନ ଜରୁରୀ ଅବତରଣ କରିବା ପରେ ବୋମା ନିରୋଧକାରୀ…

ୟୁକ୍ରେନ୍ ଉପରେ ଆକ୍ରମଣ କଲା ରୁଷ, ୧୫ ମୃତ

ନୂଆଦିଲ୍ଲୀ: ରୁଷିଆ କିୱି ସହର ଉପରେ ବଡ଼ ଆକ୍ରମଣ କରିଛି । ନିପ୍ରୋରେ ରୁଷିଆ ଡ୍ରୋନ୍ ଦ୍ବାରା ଏକ ବସକୁ ଆକ୍ରମଣ କରାଯାଇଥିଲା । ଏହି ବସରେ ଖଣି ଶ୍ରମିକମାନ ଯାଉଥିବାବେଳେ ତାଙ୍କୁ ଟାଗ୍ରେର୍ଟ କରାଯାଇଥିଲା । ଏହି ଟାର୍ଗ୍ରଟରେ ୧୫…

ବଜେଟ ପ୍ରସଙ୍ଗରେ ବଡ ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କରାଯାଇଥିବା ଚଳିତ ୨୦୨୬-୨୦୨୭ ଆର୍ଥିକ ବର୍ଷର ବଜେଟ ପ୍ରସଙ୍ଗରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ସାମ୍ବାଦିକ ସମ୍ମିଳନୀ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍‌ରେ…

ବଦଳିବ ଡ୍ରେସ୍ କୋର୍ଡ, ନୂଆ ରୂପ ପାଇବ ମିଶନ ଶକ୍ତି

ଭୁବନେଶ୍ୱର : ନୂଆ ରୂପ ପାଇବ ମିଶନ ଶକ୍ତି । ବଦଳିବ ଡ୍ରେସ୍ କୋର୍ଡ । ୭୦ଲକ୍ଷ ମହିଳା ପାଇବେ ନୂଆ ଡ୍ରେସ୍ । ଉତ୍କଳ ଦିବସରୁ ନୂଆ ଡ୍ରେସ୍ କୋର୍ଡ ଲାଗୁ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…

ମହାନଦୀ ପ୍ରସଙ୍ଗ: ବିଜେଡ଼ିକୁ ନିଶାଣ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ସମ୍ବଲପୁର : ମହାନଦୀ ପ୍ରସଙ୍ଗରେ ବିଜେଡ଼ିକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ସମସ୍ୟା ସେମାନେ ତିଆରି କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । ମହାନଦୀ ସମସ୍ୟା ପ୍ରସଙ୍ଗରେ ବିରୋଧୀ ବିଜୁ ଜନତା ଦଳକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ…

ପୀତବାସ ହତ୍ୟା ମାମଲା: ବିକ୍ରମ ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ସମେତ ୧୫ ଜଣ ଅଭିଯୁକ୍ତ ଆଜି ବ୍ରହ୍ମପୁର ଜିଲ୍ଲା କୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଥିବା ବିଜେଡି ନେତା ମଦନ ଦଳାଇ ଅସୁସ୍ଥତା…

ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ୍‌ ଛୁଟି

ଯାଜପୁର : ଆଜିଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେ‌ବେ। ମହାମହିମଙ୍କ ଗସ୍ତକୁ ଆଖି ଆଗରେ ରଖି ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ…

ଭୁବନେଶ୍ବରରେ ପହଞ୍ଚିିଲେ ମହାମହିମ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ମହାମହିମଙ୍କ ସ୍ବାଗତ ପାଇଁ ରାଜ୍ୟପାଳ ହରିବାବୁ କମ୍ଭବପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ…