Author: iodishaadmin

ହତ୍ୟାକାରୀଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲା କିନ୍ନର ସଂଗଠନ

ଭୁବନେଶ୍ୱର : ରାଜଧାନୀରେ କିନ୍ନରଙ୍କୁ ବୀଭତ୍ସ ହତ୍ୟା । ହତ୍ୟାକାରୀଙ୍କ ଗିରଫ ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ କିନ୍ନର ସଂଗଠନ । ଏୟାରପୋର୍ଟ ଏଜି ଛକରେ ରାସ୍ତା ରୋକ କରିବା ସହ କ୍ୟାପିଟାଲ ହସ୍ପିଟାଲ ଛକରେ ଆନ୍ଦୋଳନ କରିଛନ୍ତି । ପୋଷ୍ଟମର୍ଟମ ପରେ…

IFS ସନତ କୁମାର ଏନ୍ ହେଲେ ନନ୍ଦନକାନନ ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର ଏନ। ସେ ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଡେପୁଟି ନିର୍ଦେଶକ ଥିଲେ ସନଥ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।ପୂର୍ବରୁ ନନ୍ଦନକାନନ…

ନୂଆ ରୂପ ପାଇବ ଯୋରନ୍ଦା ମହିମା ଗାଦି, ୨୪୦ କୋଟିରେ ୨୬୩ ଫୁଟର ହେବ ମନ୍ଦିର ନିର୍ମାଣ

ଢେଙ୍କାନାଳ : ଯୋରନ୍ଦା ମହିମା ଗାଦିର ଉନ୍ନତି ପାଇଁ ନୂତନ ପ୍ରକଳ୍ପର ଶିଳାନ୍ୟାସ । ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଯୋରନ୍ଦାରେ ଭବ୍ୟ ମନ୍ଦିର ନିର୍ମାଣ ହେବ । ୨୪୦…

ସନ୍ଦେହଜନକ ଅବସ୍ଥାରେ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ଅବସରପ୍ରାପ୍ତ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଟାଉନ ଥାନା ବନ୍ତ ଛକରେ ଘର ଭିତରୁ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ମିଳିଛି । ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି । ସୂଚନା…

୧୦୦କିମି ସାଇକେଲ ଯାତ୍ରା କରି ଚାଷୀଙ୍କ ସମସ୍ୟା ବୁଝିଲେ ଉପଜିଲ୍ଲାପାଳ

ନରସିଂହପୁର: ସାଇକେଲରେ ଯାଇ ଚାଷୀଙ୍କ ସମସ୍ୟା ବୁଝିଲେ ଉପଜିଲ୍ଲାପାଳ। ଆଠଗଡ଼ ଉପଜିଲ୍ଲାପାଳଙ୍କର ୧୦୦କିମି ସାଇକେଲ ଯାତ୍ରା । ଆଠଗଡ଼ ଉପ ଜିଲ୍ଲାପାଳ ଅଫିସରୁ ବାହାରି ତିଗିରିଆ ବଡମ୍ବା ନରସିଂହପୁର ଗସ୍ତ କରିଛନ୍ତି ଆଠଗଡ଼ ଉପ-ଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା । ଏହି…

ରାଜଧାନୀରେ କିନ୍ନରଙ୍କୁ ହତ୍ୟା

ଭୁବନେଶ୍ବର: ରାଜଧାନୀରେ କିନ୍ନରଙ୍କୁ ହତ୍ୟା । ଉତ୍ତରାକୌଶଲ୍ୟାଗଙ୍ଗ ନିକଟରେ ବୀଭତ୍ସ ହତ୍ୟାକାଣ୍ଡ। ଦୁର୍ବୃତ୍ତମାନେ ଜଣେ କିନ୍ନରଙ୍କୁ ଖିନଭିନ୍ କରି ହାଣି ହତ୍ୟା କରିଛନ୍ତି। ମୃତକ କିନ୍ନରଙ୍କ ନା ଅଞ୍ଜଳି। ତାଙ୍କ ଘର କଟକ ସାଲେପୁରରେ । ସେ ଭୁନେଶ୍ବରରେ ରହୁଥିଲେ। ଗତକାଲି…

ଚୌଦ୍ଵାର ଜେଲରେ କଏଦୀଙ୍କ ମୃତ୍ୟୁ

କଟକ: ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ । ବର୍ଷେ ହେବ ସଜ୍ଜା ଭୋଗୁଥିଲେ । ବିଚାରାଧୀନ କଏଦୀ ଭାବେ ହାଇ ସିକ୍ୟୁରିଟି ସେଲରେ ଥିଲ । ମୃତ କଏଦୀ ଜଟକ ଦରଘାବଳାର ଥାନା ହାତୀପୋର୍ଖରୀ ଅଂଚଳର ମହମ୍ମଦ କଲିମ୍ ଖାନ୍…

ପ୍ରତିରକ୍ଷା ମନ୍ତ୍ରଣାଳୟକୁ ୭.୮ ଲକ୍ଷ କୋଟି ଟଙ୍କାର ବଜେଟ, ସେନାର ହେବ ଆଧୁନିକରଣ

ନୂଆଦିଲ୍ଲୀ : ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ତାଙ୍କର ବଜେଟ୍ ଭାଷଣ ୮୫ ମିନିଟ୍ ରହିଥିଲା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତିରକ୍ଷା ମନ୍ତ୍ରଣାଳୟ ପାଇଁ ୭.୮ ଲକ୍ଷ କୋଟି…

ମାଘ ପୂର୍ଣ୍ଣିମାରେ ପ୍ରୟାଗରାଜରେ ବୁଡ଼ ପକାଇଲେ ୯୦ ଲକ୍ଷ ଶ୍ରଦ୍ଧାଳୁ

ପ୍ରୟାଗରାଜ : ଆଜି ପ୍ରୟାଗରାଜରେ ଆୟୋଜିତ ହୋଇଥିବା ମାଘ ପୂର୍ଣ୍ଣିମାର ସ୍ନାନ ଉତ୍ସବରେ ପ୍ରାୟ ୯୦ ଲକ୍ଷ ଶ୍ରଦ୍ଧାଳୁ ସଙ୍ଗମ ଏବଂ ଗଙ୍ଗାରେ ପବିତ୍ର ବୁଡ଼ ପକାଇଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି । ପ୍ରବଳ ଥଣ୍ଡା ହେବା ସତ୍ତ୍ବେ ଶନିବାର…

ଦେଶରେ ନିର୍ମାଣ ହେବ ଆଉ ୩ଟି ଏମ୍ସ, ୭ଟି ରେଳ କରିଡର୍

ନୂଆଦିଲ୍ଲୀ : ବଜେଟ୍ ଉପସ୍ଥାପନ କରୁଛନ୍ତି ନିର୍ମଳା ସୀତାରମଣ । ଏହା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନବମ ବଜେଟ୍ । ସଂସଦରେ ବଜେଟ୍ ୨୦୨୬-୨୭ ଆଗତ କରୁଛନ୍ତି ନିର୍ମଳା । ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ।…