ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ କଳଙ୍କ ନୁହେଁ – ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ବିବାହ ପୂର୍ବରୁ ଶାରୀରିକ ସମ୍ପର୍କକୁ ନେଇ ବଡ ନିଷ୍ପତ୍ତି ଦେଇଛନ୍ତି ସୁପ୍ରିମକୋର୍ଟ। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ଅବିବାହିତ ବୟସ୍କଙ୍କ ମଧ୍ୟରେ ସହମତିରେ ଶାରୀରିକ ସମ୍ପର୍କକୁ ” ନୈତିକ ପତନ” (କଳଙ୍କ) ବୋଲି ବିବେଚନା କରାଯାଇପାରିବ ନାହିଁ ଏବଂ…