ବିଶାଖା ଷ୍ଟିଲ୍ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ତ : ୯ ଶ୍ରମିକ ଜୀବନ୍ତ ଦଗ୍ଧ, ଅନେକ ଆହତ
ବିଶାଖାପଟ୍ଟଣମ : ବିଶାଖାପଟ୍ଟଣମ ସ୍ଥିତ ବିଶାଖା ଷ୍ଟିଲ୍ ପ୍ଲାଣ୍ଟର SMS-2 (Steel Melting Shop-2) ବିଭାଗରେ ସୋମବାର ଏକ ଭୟାବହ ଔଦ୍ୟୋଗିକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଅନ୍ୟ ଶ୍ରମିକ ଗୁରୁତର…