ପ୍ରକାଶ ପାଇଲା ଓଜେଇଇ ୨୦୨୬ ପରୀକ୍ଷା ଫଳ, ଚଳିତ ମାସ ତୃତୀୟ ସପ୍ତାହରୁ କାଉନସେଲିଂ
ଭୁବନେଶ୍ବର : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ । ଚଳିତ ବର୍ଷ ମୋଟ ୧ ଲକ୍ଷ୍ୟ ୦୩ ହଜାର ୪୩୪ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୨ ହଜାର ୬୨୮ ଜଣ…
ଭୁବନେଶ୍ବର : ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ । ଚଳିତ ବର୍ଷ ମୋଟ ୧ ଲକ୍ଷ୍ୟ ୦୩ ହଜାର ୪୩୪ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୨ ହଜାର ୬୨୮ ଜଣ…
ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଧଉଳି ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ । ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ତଦନ୍ତ କରୁଛି ଧଉଳି ଥାନା ପୋଲିସ । ପୀଡ଼ିତା ଜଣକ ହଷ୍ଟେଲରେ ରହୁଥିଲେ ।…
ପଦ୍ମପୁର: ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ । ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ଘେଁସ ଠାରେ ରାଜରାସ୍ତା ଜନଗହଳିପୂର୍ଣ୍ଣ ସ୍ଥାନରେ ଜଣେ ଶିକ୍ଷକଙ୍କୁ ମାରଣାସ୍ତ୍ରରେ ହାଣିଲେ ଦୁର୍ବୃତ୍ତ । ଲହୁଲୁହାଣ ଆକ୍ରମଣ କରି ମୋଟରସାଇକେଲ ରେ ଫେରାର୍ ମାରିଲେ ଦୁର୍ବୃତ୍ତ । ପଦ୍ମପୁର ମେଲଛାମୁଣ୍ଡା…
ସୋର: ବିସ୍କୁଟରେ ବିଷଦେଇ ବୋହୂକୁ ହତ୍ୟା ଉଦ୍ୟମ । ପରିବାର ଲୋକଙ୍କ ସାଂଘାତିକ ଅଭିଯୋଗ । ବିସ୍କୁଟରେ ବିଷଦେଇ ବୋହୂକୁ ହତ୍ୟା କରିବାକୁ ଚାହୁଁଥିଲେ ଶାଶୂ ଘର ଲୋକ । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ମେଡିକାଲରେ ଭର୍ତ୍ତି…
ଭୁବନେଶ୍ୱର: ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ। ମାଆ ଝିଅଙ୍କୁ କରାଯାଇଛି ବୀଭତ୍ସ ହତ୍ୟା । ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ । ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ଗରମ…
ଭୁବନେଶ୍ୱର: କାଳ ସାଜୁଛି କାଳବୈଶାଖୀ । ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମୟରେ ଅଘଟଣ । ଯାଜପୁର, ଭଦ୍ରକ ଓ ବାରିପଦାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ପାଟପୁର ପଞ୍ଚାୟତ ଗୁଣ୍ଡିଲୋ…
କଟକ: ଓପିଏସସି ପରୀକ୍ଷାରେ କପି କରି ଫସିଗଲେ ପରୀକ୍ଷାର୍ଥୀ। ଓପିଏସ୍ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ। ଫିଲ୍ମ ଷ୍ଟାଇଲ୍ରେ କପି କରୁଥିବା ବେଳେ ଗିରଫ କରିଛି ପୋଲିସ। କପି କରୁଥିବା ପରୀକ୍ଷାର୍ଥୀଙ୍କୁ ସ୍କ୍ୱାଡ ଟିମ ଧରିଥିବା ବେଳେ ଗିରଫ…
ଭୁବନେଶ୍ୱର: ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ଭି କେ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଖୁବଶୀଘ୍ର ବିଜୁ ଜନତା ଦଳରେ ଯୋଗ ଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।…
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ସୋମବାର ଦିନ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ବ୍ୟାଙ୍କ ଲକରରୁ ଆହୁରି ୭୦୩ ଗ୍ରାମ ସୁନା ଏବଂ ୩୭୫ ଗ୍ରାମ ରୂପା ଠାବ କରିଛି। ରବିବାର ଦିନ ଆୟଠାରୁ ପ୍ରାୟ ୭୯୮% ଅଧିକ…
ସମ୍ବଲପୁର: ସାର୍ଟିଫିକେଟ ନାଁରେ ଲାଞ୍ଚ ମାଗୁଥିଲେ ସରକାରୀ ବାବୁ। ଘଟଣା ବିଷୟରେ ଜାଣିବା ପରେ ତୁରନ୍ତ କରାଗଲା ନିଲମ୍ବନ। ସମ୍ୱଲପୁର ସଦର ତହସିଲରେ ଇଡବ୍ଲୁଏସ୍ ସାର୍ଟିଫିକେଟ ପାଇଁ ଲାଞ୍ଚ ମାଗିବା ଘଟଣାରେ ଏଆରଆଇ ସୁରେନ୍ଦ୍ର ସା’ଙ୍କୁ ନିଲମ୍ବନ କରାଯାଇଛି। ତୁରନ୍ତ ତାଙ୍କୁ…