ଭୁବନେଶ୍ୱରରେ ଖୋଲିବ ନ୍ୟାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ଣ୍ଣ ଆର୍ଟ
ଭୁବନେଶ୍ବର: ନ୍ୟାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ନ ଆର୍ଟ (NGMA)ର ଏକ ଶାଖା ଭୁବନେଶ୍ୱରରେ ଖୋଲିବାକୁ କେନ୍ଦ୍ରରୁ ଅନୁମୋଦନ ମିଳିଛି l ଏଥିପାଇଁ ଖର୍ଚ୍ଚ ହେବ ୬୩୦ କୋଟି । ସେପ୍ଟେମ୍ବର ୨୦୨୪ରେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ…