Author: iodishaadmin

ଅଧ ରାତିରେ ଘରେ ପଶିଲା ହାତୀ, ୪ ଆହତ

କଣ୍ଟାବାଞ୍ଜି : ହାତୀ ଭାଙ୍ଗିଦେଲା ଘର । ହାତୀ ଆକ୍ରମଣରେ ୪ ଜଣ ଆହତ ହୋଇଥିବା ଜଣାପଡିଛି । ବଲାଙ୍ଗିର ଜିଲ୍ଲା ମୁରିବାହାଲରେ ପୁଣି ହାତୀ ଆତଙ୍କ ଦେଖିବାକୁ ମିଳିଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି ।…

ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ଆଡମିଶନ୍ ପାଇଁ ମନୋନୀତ ହେଲେ ୨୫,୩୩୨ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨) ଗୁଡ଼ିକରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଚାଲିଥିବା ନାମଲେଖା ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ରାଉଣ୍ଡର ମେଧା ତାଲିକା ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ…

‘ଇ-ଶିକ୍ଷା ଏକ୍ସପ୍ରେସ’ର ଶୁଭାରମ୍ଭ; ଗ୍ରାମାଞ୍ଚଳରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡିଜିଟାଲ ସାକ୍ଷରତା ବୃଦ୍ଧି କରିବ

ଚୌଦ୍ୱାର: ଭ୍ରାମ୍ୟମାଣ ଶିକ୍ଷା ଯୋଜନା ‘ଇ-ଶିକ୍ଷା ଏକ୍ସପ୍ରେସ’ର ଶୁଭାରମ୍ଭ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଡିଜିଟାଲ ସାକ୍ଷରତା ବୃଦ୍ଧି କରିବା ଏବଂ ଗ୍ରାମାଞ୍ଚଳରେ ଶିକ୍ଷାର ପହଞ୍ଚକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଇମ୍ଫା ଶିଳ୍ପ ଗୋଷ୍ଠୀର ସାମାଜିକ ଦାୟିତ୍ୱବୋଧ ଶାଖା ବଂଶୀଧର ଓ…

ଚିଲିକାରୁ ୫ ଶହ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ଭୁବନେଶ୍ୱର: ମଝି ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରାଯାଉଛି। ପ୍ରଥମ ଦିନରେ ୫ଶହ ଏକର ଉଚ୍ଛେଦ କରାଯାଇଛି। ସୂଚନା ଅନୁଯାୟୀ, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଚାଲିବ ଚିଙ୍ଗୁଡ଼ି ଘେରି ଉଚ୍ଛେଦ। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ୍…

ଲୋକସଭାରେ ବ୍ୟାଙ୍କର୍ସ ବୁକ୍ସ ବିଲ୍‌ ପାରିତ

ନୂଆଦିଲ୍ଲୀ: ବିରୋଧୀ ଦଳର ହଟ୍ଟଗୋଳ ମଧ୍ୟରେ ବୁଧବାର ଲୋକସଭାରେ କୌଣସି ଆଲୋଚନା ବିନା ବ୍ୟାଙ୍କର୍ସ ବୁକ୍ସ ଏଭିଡେନ୍ସ (ସଂଶୋଧନ) ବିଲ୍‌ ପାରିତ ହୋଇଛି। ଗୃହରେ ବିରୋଧୀ ସଦସ୍ୟମାନେ ବିଭିନ୍ନ ପ୍ରସଙ୍ଗକୁ ନେଇ ନାରାବାଜି କରୁଥିବା ବେଳେ ସରକାର ବିଲ୍‌ଟିକୁ ଧ୍ବନିମତରେ ପାରିତ…

ଡିସେମ୍ବରରେ ସ୍ୱଦେଶ ଫେରିବେ ଶେଖ୍ ହସିନା: କହିଲେ ‘ମୃତ୍ୟୁ ଦଣ୍ଡକୁ ମୋର ଡର ନାହିଁ’

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୀର୍ଘ ଦୁଇ ବର୍ଷ ପରେ ସ୍ୱଦେଶ ଫେରିବା ନେଇ ବଡ଼ ଘୋଷଣା କରିଛନ୍ତି। ବୁଧବାର ଦିନ ନିଜର ଏକ ସମ୍ବୋଧନରେ ସେ କହିଛନ୍ତି ଯେ ସେ ଆସନ୍ତା ଡିସେମ୍ବର ମାସରେ ବାଂଲାଦେଶ…

ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲ ସକ୍ରିୟ ଭାବେ କାମ କରୁଛି : ନେତାନ୍ୟାହୁ

ଜେରୁଜେଲମ୍‌ : ଇରାନ ସହ ଜାରି ଥିବା ତିକ୍ତତା ଓ ବିଶ୍ୱ ରାଜନୀତିର ପରିବର୍ତ୍ତିତ ପରିସ୍ଥିତି ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ-ଇସ୍ରାଏଲ ସମ୍ପର୍କକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ…

ବିଜୟ ସରକାର ବଜେଟ : ମହିଳାଙ୍କୁ ସୁନା କଏନ ଓ ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ

ତାମିଲନାଡ଼ୁ : ତାମିଲନାଡୁର ବିଜୟ ସରକାର ବଜେଟ ୨୦୨୬-୨୭ରେ ମହିଳାମାନଙ୍କୁ ବଡ଼ ଉପହାର ଦେଇଛନ୍ତି । ବଜେଟରେ ବ୍ରଦର୍ସ ଗିଫ୍ଟ ସ୍କିମ ଅଧିନରେ ମହିଳାଙ୍କୁ ୮ ଗ୍ରାମର ସୁନାର କଏକ ଏବଂ ସିଲ୍କ ଶାଢି ଯୋଜନା ପାଇଁ ୮୧୨ କୋଟି ଟଙ୍କାର…

ଲୋହିତ ସାଗରରେ ଭାରତୀୟ ଜାହାଜ ଉପରେ ଆକ୍ରମଣ, ୧୩ କ୍ରୁ ସଦସ୍ୟ ଉଦ୍ଧାର

ନୂଆଦିଲ୍ଲୀ : ଲୋହିତ ସାଗରରେ ଭାରତୀୟ ଜାହାଜକୁ ଆକ୍ରମଣ । ଜାହାଜରେ ଥିବା ସମସ୍ତ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ୟେମେନ ସରକାରୀ ସେନା ପକ୍ଷରୁ କୁହାଯାଇଛି । ଜାହାଜ ବୁଡ଼ିଯାଇ ଥିବା ବେଳେ ଏଥିରେ ଥିବା ୧୩…

ରାମ ଦରବାରରେ ବନ୍ଦ ହେଲା ଭିଆଇପି ଦର୍ଶନ ବ୍ୟବସ୍ଥା

ଅଯୋଧ୍ୟା : ରାମ ଭକ୍ତଙ୍କ ପାଇଁ ଖୁସି ଖବର । ଅଯୋଧ୍ୟା ରାମମନ୍ଦିରରେ ଶ୍ରଦ୍ଧାଳୁଙ୍କ ସୁବିଧାକୁ ଧ୍ୟାନରେ ରଖି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମ ଦରବାର ଦର୍ଶନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ କରାଯାଇଛି । ଏବେ ରାମମନ୍ଦିର…