Author: iodishaadmin

ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼

ଭୁବନେଶ୍ୱର : ଅସହ୍ୟ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି । ଭୁବନେଶ୍ବରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ । କୁଆପଥର ବର୍ଷା ଯୋଗୁ ଗରମରୁ ମିଳିଲା ସାମାନ୍ୟ ଆଶ୍ବସ୍ତି। ରାଜଧାନୀରେ ତାଣ୍ଡବ ରଚିଲା କାଳବୈଶାଖୀ । ପବନରେ ଭାଙ୍ଗିଲା ଗଛ,…

ସର୍ପାଘାତରେ ଚାଲିଗଲା ୨ ଜୀବନ

ଅନୁଗୋଳ: ସାପ କାମୁଡ଼ାରେ ଦୁଇ ମୃତ। ଅନୁଗୋଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ପୃଥକ ପୃଥକ ସ୍ଥାନରେ ସାପ କାମୁଡାରେ ଦୁଇ ଜଣଙ୍କ ମୃତ୍ୟୁ । ପୋକତୁଙ୍ଗା ଷଣ୍ଢଛକ ସାହିରେ ସାପ କାମୁଡାରେ ଜଣେ ମହିଳା ମୃତ । ଶରଧାପୁର ପଞ୍ଚାୟତ ବେତର…

ବୃଦ୍ଧାକୁ ଦଳି ଦେଲା ହାତୀ

ବଣାଇ: ଶୌଚ କରିବାକୁ ଯାଉଥିବା ବେଳେ ସାମ୍ନାକୁ ଆସିଲା ହାତୀ । ନିର୍ମମ ଭାବେ ବୃଦ୍ଧାଙ୍କୁ ମାରିଲା । ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଛଅ ଟିକିଆ ହାତୀ ଦଳ ଆସିଥିବା ବେଳେ ବନ…

ITDA ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୯ଟି ସ୍ଥାନରେ ରେଡ୍

ଭୁବନେଶ୍ବର: ITDA ଯନ୍ତ୍ରୀଙ୍କ ବିଲଡିଂ ନିଶା । ବାଲିଗୁଡା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ କଟକ ଭିଜିଲାନ୍ସର ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲିଗୁଡ଼ା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ…

ବିଦ୍ୟୁତ ଖୁଣ୍ଟରେ ଚଢ଼ି କାମ କରୁଥିବା ବେଳେ ଚାଲିଗଲା ଆଉଟ୍ ସୋର୍ସିଂ କର୍ମଚାରୀଙ୍କ ଜୀବନ

ଭଞ୍ଜନଗର: ଭଞ୍ଜନଗରରେ ଘଟିଛି ବଡ଼ ଅଘଟଣ । ବିଦ୍ୟୁତ ଖୁଣ୍ଟରେ ଚଢ଼ି କାମ କରୁଥିଲେ ହେଲେ ଜୀବନ ଚାଲିଯିବ ବୋଲି ଜାଣିନଥିଲେ । ଏକଥା ଆପଣ ବି ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ । ବିଦ୍ୟୁତ ଖୁଣ୍ଟରେ କାମ କରୁଥିବା ବେଳେ ଭଞ୍ଜନଗର…

ବଜ୍ରାଘାତରେ ଦମ୍ପତିଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ରୁଟିଶିଳା ଗ୍ରାମରେ ବଜ୍ରାଘାତରେ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦମ୍ପତି ହେଲେ ବାଣେଶ୍ୱର ନାଏକ(୫୮) ଓ ତାଙ୍କ ସ୍ତ୍ରୀ ସଞ୍ଜୁଲତା ନାଏକ(୫୦)। ଉଭୟ ସ୍ୱାମୀ-ସ୍ତ୍ରୀ ନିଜର ବାଇଗଣ ଚାଷ ହୋଇଥିବା ପରିବା…

ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜ

ପୁରୀ : ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ବଡ଼ ପଦକ୍ଷେପ । ପରମ୍ପରା ରକ୍ଷା ପାଇଁ ଗଜପତିଙ୍କ ଅପିଲ୍! । ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା!। ଶ୍ରୀଜଗନ୍ନାଥ ସଂସ୍କୃତି ଓ…

‘କମ୍ ଯୋଗ୍ୟତା ଚାକିରି ପାଇଁ ଅଯୋଗ୍ୟ ଘୋଷିତ ହେବେ ଉଚ୍ଚ ଯୋଗ୍ୟତାସମ୍ପନ୍ନ ପ୍ରାର୍ଥୀ’

ନୂଆଦିଲ୍ଲୀ : ଅଧିକ ଶିକ୍ଷିତ ପ୍ରାର୍ଥୀଙ୍କୁ କମ୍‌ ଯୋଗ୍ୟତାର ଚାକିରି ନିମନ୍ତେ ଅଯୋଗ୍ୟ ଘୋଷଣା କରାଯାଇ ପାରିବ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରି ଦେଇଛନ୍ତି। ବେଳେବେଳେ ଅଧିକ ଶିକ୍ଷିତ ହେବା କୌଣସି ଏକ ନିର୍ଦିଷ୍ଟ ଚାକିରି ପାଇଁ ଅଯୋଗ୍ୟତା ପାଲଟି ଯାଇଥାଏ।…

ଖୁବଶୀଘ୍ର ଦେଶରେ ଚାଲିବ ପଲିମର ନୋଟ୍, ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ : ଦେଶରେ ଖୁବଶୀଘ୍ର ଚାଲିବ ପଲିମର ନୋଟ୍ । ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ନୋଟ୍ ଛପା ଖର୍ଚ୍ଚ କମାଇବାକୁ ଆରବିଆଇର ବଡ଼ ପ୍ଲାନ୍ । ପ୍ରଥମେ ଆସିବ ୧୦ ଓ ୨୦ ଟଙ୍କିଆ ନୋଟ୍…

୬ଟି ଇଣ୍ଟରନ୍ୟାସନାଲ ରୁଟ୍ସରେ ଉଡ଼ାଣ ବନ୍ଦ କରିବ ଇଣ୍ଡିଗୋ ଏୟାରଲାଇନ୍ସ

ନୂଆଦିଲ୍ଲୀ : ଅର୍ନ୍ତରାଷ୍ଟ୍ରୀୟ ଯାତ୍ରୀଙ୍କୁ ବଡ଼ ଝଟକା । ଇଣ୍ଡିଗୋ ଏୟାରଲାଇନ୍ସ ହଂକଂ, ସଙ୍ଘାଇ, ହୋ ଚି ମିନ୍ହ ସିଟି ସମତେ ୬ଟି ଅର୍ନ୍ତରାଷ୍ଟ୍ରୀୟ ରୁଟରେ ନିଜର ଉଡ଼ାଣ ଅସ୍ଥାୟୀ ଭାବେ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି । ଯାତ୍ରା କମ୍…