Author: iodishaadmin

ସମିତି ସଭ୍ୟଙ୍କ ସନ୍ଦେହଜନକ ମୃତ୍ୟୁ, ପତ୍ନୀ ଆଣିଲେ ହତ୍ୟା ଅଭିଯୋଗ

ଢେଙ୍କାନାଳ: ସମିତି ସଭ୍ୟଙ୍କ ସନ୍ଦେହ ଜନକ ମୃତ୍ୟୁ । ଢେଙ୍କାନାଳ ସଦର ଥାନା ଚନ୍ଦ୍ରଶେଖର ପ୍ରସାଦ ପଞ୍ଚାୟତ ଝୁମ୍ପୁଡିଆ ଗାଁର ସମିତି ସଭ୍ୟ ୩୮ ବର୍ଷୀୟ ରବିନାରାୟଣ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ। ଜାଣିଶୁଣି ତାଙ୍କର ସମ୍ପର୍କୀୟଙ୍କ ପରିବାର ଲୋକେ ରବିଙ୍କୁ ମାରି…

ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଭୟଭୀତ

ନୂଆପଡ଼ା: ରାସ୍ତା ଉପରେ ବୁଲୁଛି କଲରାପତରିଆ ବାଘ । ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟର ଜାମଗାଁ ସୁନାବେଡ଼ା ମୂଖ୍ୟ ରାସ୍ତାରେ କଲରାପତରିଆ ବୁଲୁଛି ବାଘ । ବାଘ ବୁଲୁଥିବା ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଛନ୍ତି। କିଛି ଯୁବକ ଜାମଗାଁରୁ ସୁନାବେଡ଼ାକୁ…

ହାତୀ ଆକ୍ରମଣରେ ଯୁବକ ମୃତ

ପାଟଣା : ପାଟଣା ବନାଞ୍ଚଳ ତଥା ଘଟଗାଁ ବ୍ଲକ ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ରାମଚନ୍ଦ୍ରପୁର ନିକଟରେ ଥିବା ହାତୀ ପଲଙ୍କ ମଧ୍ୟରୁ ୨ଟି ଦନ୍ତା ହାତୀ ଗତକାଲି ଅପରାହ୍ନ ୩ଟା ସମୟରେ ଦଳରୁ ବାହାରି ପାଖରେ ଥିବା ବୋଇତାଳୁ ଚାଷ ଜମିରେ…

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ

ଭୁବନେଶ୍ୱର: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ଲକ୍ଷ୍ୟକୁ ସାକାର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ। ରାଜ୍ୟକୁ କେନ୍ଦ୍ରୀୟ ସହାୟତା ଓ…

ଏଣିକି ଥାନାରେ ଇଭି ଗାଡି ଚାର୍ଜିଂ କରିପାରିବେନି ପୋଲିସ ବାବୁ

ଭୁବନେଶ୍ୱର: ପୋଲିସ ବାବୁଙ୍କ ପାଇଁ କଡ଼ା ନିର୍ଦ୍ଦେଶ। ଏଣିକି ଥାନାରେ ଇଭି ଗାଡି ଚାର୍ଜିଂ କରିପାରିବେ ନାହିଁ। ଥାନାରେ ବିଦ୍ୟୁତ ବ୍ୟବହାର ଉପରେ ଲାଗିଲା କଟକଣା। ଓଡ଼ିଶା ପୋଲିସ ପକ୍ଷରୁ ଅଫିସ୍ ପରିସରରେ ବିଦ୍ୟୁତ ବ୍ୟବହାରକୁ ନେଇ କଡ଼ା ନିର୍ଦ୍ଦେଶ ଜାରି…

OUAT ପିଜି ଓ ପିଏଚ୍‌ଡି ଛାତ୍ରଛାତ୍ରୀଙ୍କୁ ମିଳିବ ମାସିକ ଭତ୍ତା

ଭୁବନେଶ୍ୱର: ଓଡ଼ିଶା କୃଷି ଓ ଯାନ୍ତ୍ରିକ ବିଶ୍ୱବିଦ୍ୟାଳୟ (OUAT)ରେ ଉଚ୍ଚଶିକ୍ଷା ଗ୍ରହଣ କରୁଥିବା ପିଜି (Postgraduate) ଓ ପିଏଚ୍‌ଡି ଛାତ୍ରଛାତ୍ରୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। କୃଷି ଉଚ୍ଚଶିକ୍ଷା ଓ ଗବେଷଣାକୁ ଅଧିକ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଜ୍ୟ…

କନ୍ୟା ସନ୍ତାନ ଜନ୍ମ ହାର ବୃଦ୍ଧି ପାଇଁ ବଡ଼ ପଦକ୍ଷେପ: ୫ ପଛୁଆ ଜିଲ୍ଲାକୁ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ

ଭୁବନେଶ୍ୱର: ଜନ୍ମ ସମୟରେ ଶିଶୁ କନ୍ୟା ଏବଂ ପୁତ୍ର ଅନୁପାତ (ସେକ୍ସ ରେସିଓ ଆଟ୍ ବର୍ଥ)ରେ ସୁଧାର ଆଣିବା ପାଇଁ ଓଡ଼ିଶା ସରକାର ଏବେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରତି ୧୦୦୦ ପୁତ୍ର ସନ୍ତାନ ତୁଳନାରେ କନ୍ୟା ସନ୍ତାନଙ୍କ ସଂଖ୍ୟା…

୧.୨ କୋଟିର କୋଡିନ୍-ଭିତ୍ତିକ କଫ୍ ସିରଫ ଜବତ, ୨ ଗିରଫ

ଝାରସୁଗୁଡା: ବଡମାଳ ପୋଲିସ ୧.୨ କୋଟିରୁ ଅଧିକ ମୂଲ୍ୟର କୋଡିନ୍-ଭିତ୍ତିକ କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଏହି ଅଭିଯାନରେ କୋଡିନ୍ ଫସଫେଟ୍ ଏବଂ ଟ୍ରିପ୍ରୋଲିଡିନ୍ ହାଇଡ୍ରୋକ୍ଲୋରାଇଡ୍ ଯୁକ୍ତ ୱିନସେରେକ୍ସ ସିରପ୍ ର ୨୩,୬୪୦…

କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ଶରଣ ସିଂହ ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ : ମହିଳା କୁସ୍ତିଯୋଦ୍ଧାଙ୍କ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ଭାରତୀୟ କୁସ୍ତି ମହାସଂଘ (WFI) ସଭାପତି ଓ ପୂର୍ବତନ ସାଂସଦ ବ୍ରିଜଭୂଷଣ ଶରଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ସୋମବାର ତାଙ୍କୁ ସମସ୍ତ ଅଭିଯୋଗରୁ…

କୁର୍‌କୁରେ ପ୍ୟାକେଟ୍‌​ ଖେଳନା ଗିଳିଦେବାରୁ ଶ୍ବାସରୁଦ୍ଧ ହୋଇ ଚାଲିଗଲା ଶିଶୁର ଜୀବନ

ମହୀଶୂର : କର୍ଣ୍ଣାଟକର ମହୀଶୂର ଜିଲାରେ ଏକ ଅତ୍ୟନ୍ତ ହୃଦୟବିଦାରକ ଓ ଦୁଃଖଦ ଘଟଣା ଘଟିଛି। କୁର୍‌କୁରେ ପ୍ୟାକେଟ୍‌ ସହ ମାଗଣାରେ ମିଳିଥିବା ଏକ ଛୋଟ ପ୍ଲାଷ୍ଟିକ୍ ଖେଳନା ବଲ୍ ଗିଳିଦେବାରୁ ଶ୍ବାସରୁଦ୍ଧ ହୋଇ ଏକ ୫ ବର୍ଷର ଶିଶୁର ମୃତ୍ୟୁ…