ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ
ଭଦ୍ରକ : : ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା…
ଭଦ୍ରକ : : ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା…
ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି।
ପୁରୀ : ମହୋଦଧିରେ ବିଶ୍ୱ ଦେଖିଲା ଭାରତୀୟ ନୌସେନାର ବଳ। ନୌସେନା ଦିବସରେ ଓଡ଼ିଶାରେ ଲେଖାହେଲା ଉତ୍ସବର ନୂଆ ଇତିହାସ। ରାଷ୍ଟ୍ରପତିଙ୍କ ସାମ୍ନାରେ ୧୫ ଯୁଦ୍ଧ ଜାହାଜ, ୩୭ ଏୟାରକ୍ରାଫ୍ଟ ଓ ୩୫ ଶହରୁ ଅଧିକ ନୌବୀରଙ୍କ ଦୁର୍ଦ୍ଧର୍ଷ ରଣକୌଶଳ ଦେଖି…
ଚଣ୍ଡୀଗଡ : ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାଏବ ସିଂହ ସୈନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛି।…
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏସମାକୁ ଅଣଦେଖା କରି ନର୍ସିଂ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଦ୍ୱିତୀୟ ଦିନରେ ମଧ୍ୟ ଆନ୍ଦୋଳନ ଜାରି ରହିଛି । ସରକାରଙ୍କ ସହିତ ଆଲୋଚନା ବିଫଳ ହେବା ପରେ ଗୁରୁବାର ନର୍ସିଂ ସଂଘ ପୁଣି ଆନ୍ଦୋଳନ କରିଛି ।…
ନୂଆଦିଲ୍ଲୀ : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ…
ଲକ୍ଷ୍ନୌ: ଉତ୍ତରପ୍ରଦେଶ ବିଜେପିରେ ଆଲୋଡ଼ନ ସୃଷ୍ଟି ହୋଇଛି। ନେତାମାନେ ପରସ୍ପର ଉପରେ ଅରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଅଖିଳେଶ ଯାଦବ ମୌସୁମୀ ଅଫର ଦେଉଛନ୍ତି ଯାହା ‘ଶହେ ଆଣ, ସରକାର ଗଠନ କର’। ବିରୋଧୀ ଦଳ ଏବଂ ଶାସକ ଦଳ…
ଭୁବନେଶ୍ୱର: ରତ୍ନ ଭଣ୍ଡାର ଖୋଲିବା ତାରିଖ ଘୋଷଣାକୁ ନେଇ ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ। ସର୍ବୋଚ୍ଚସ୍ତରରେ ଆଲୋଚନା ସରିଛି, ଆଜି କାଲି ଭିତରେ ନିଷ୍ପତ୍ତି ହେବ। ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ ହେବ। ଏନେଇ ଏକ ବୈଠକ ହେବ। ବୈଠକ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ନିଯୁକ୍ତ ହେଲେ ୨ ନୂଆ ଅଫିସର । ଜଣେ ହେଲେ ସତୀଶ ଚନ୍ଦ୍ର ସାମଲ । ଯିଏକି, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି । ସେହିପରି ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ…
ଆଳି : ପୁଣି ମାତିଲା ମଣିଷଖିଆ କୁମ୍ଭୀର । କିଛି ଦିନର ନିରବତା ପରେ ଦେଖିବାକୁ ମିଳିଛି କୁମ୍ଭୀରର ଆତଙ୍କ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ କାଟଣାବଣିଆ ପଂଚାୟତର ସିଙ୍ଗିଡ଼ି ଗାଁରେ ଘଟିଛି ଏକ ଅଭାବନୀ ଘଟଣା ।…