Category: Uncategorized

ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ, ସୁନାବେଡା ମେଡିକାଲରେ ଭର୍ତ୍ତି

କୋରାପୁଟ: ଆଇସକ୍ରିମ ଖାଇ ୪୩ ଜଣ ଅସୁସ୍ଥ । ୩୨ ଜଣ ସୁନାବେଡା ମେଡିକାଲରେ ଭର୍ତ୍ତି ହୋଇଥିଲେ । ସେଥିମଧ୍ୟରୁ ୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୨ଜଣକ ଚିକିତ୍ସା ଜାରି ରହିଛି ।୧୧ ଜଣ ଦାମନଯୋଡ଼ି ମେଡିକାଲରେ ଭର୍ତ୍ତି…

ସାମାଜିକ ସୁରକ୍ଷା ଭତ୍ତାକୁ ନଗଦ ଅର୍ଥ ଆକାରରେ ଦେବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତ୍ତି ଚିନ୍ତାଜନକ । ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା…

ଘୂର୍ଣ୍ଣିବଳୟ ୮ରେ ଲଘୁଚାପରେ ପରିଣତ ହୋଇ ୯ରେ ନେବ ବାତ୍ୟାର ରୂପ: ଆଇଏମ୍‌ଡି

ଭୁବନେଶ୍ୱର/ ନୂଆଦିଲ୍ଲୀ: ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୮ ତାରିଖରେ ଏହି…

ଠକ ତାନ୍ତ୍ରିକ କୈଫି ଖାନର ୮୦ଟି ଆକାଉଣ୍ଟ ଠାବ

କଟକ: ଯେତେ ଖୋଳିଲେ ସେତେ ବାହାରୁଛି କଟକର ଠକ ତାନ୍ତ୍ରିକ କୈଫି ଖାନ୍‌ ଠକେଇ ଚେର। କୈଫି ଖାନର ୮୦ଟି ଆକାଉଣ୍ଟ ଠାବ ହୋଇଛି। ଯେଉଁଥିରୁ ଲକ୍ଷାଧିକ ଟଙ୍କା ମିଳିଛି। କଟକ ସହରର ବିଭିନ୍ନ ବ୍ୟାଙ୍କରେ ରହିଛି କୈଫିର ଏସବୁ ଆକାଉଣ୍ଟ।…

ମନ କୀ ବାତ୍‌ @100: ଓଡ଼ିଶାର ଡି ପ୍ରକାଶ ରାଓଙ୍କୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ ଭିତ୍ତିକ କାର୍ଯ୍ୟକ୍ରମ ମନ କୀ ବାତ୍‌ ଆଜି ୧୦୦ତମ ଏପିସୋଡରେ ପାଦ ଦେଇଛି। ୨୦୧୪ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମର ୧୦୦ତମ ଏପିସୋଡ ଦେଶର ବିଭିନ୍ନ ସ୍ଥାନରେ ଲୋକଙ୍କୁ ଶୁଣାଇବା ପାଇଁ…

ହନୁମାନ ଜୟନ୍ତୀରେ ଟେକା ମାଡ଼କୁ ଓଡ଼ିଶାବାସୀ ବରଦାସ୍ତ କରିବେନି : ଗିରିରାଜ

ଭୁବନେଶ୍ୱର : ଓଡ଼ିଶା ଏକ ଶାନ୍ତିପ୍ରିୟ ଓ ସଂସ୍କୃତିସମ୍ପନ୍ନ ରାଜ୍ୟ। ମାତ୍ର ଏଠାରେ କଠୋରପନ୍ଥୀ ମୁଣ୍ଡ ଟେକୁଛନ୍ତି। ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଟେକାମାଡ଼ ହୋଇଛି। ଏହାକୁ ଓଡ଼ିଶାବାସୀ ବରଦାସ୍ତ କରିବେ ନାହିଁ କି ଦେଶ ଗ୍ରହଣ କରିବ ନାହିଁ ବୋଲି…

ଦୁଷ୍କର୍ମ ଅଭିଯୋଗ ଆସିବା ପରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବହିଷ୍କାର ଦାବି କଲା ବିଜେପି

ଭୁବନେଶ୍ବର: ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନାଆଁରେ ଦୁଷ୍କର୍ମ ଅଭିଯୋଗ ଆସିବା ପରେ ତାଙ୍କର ବହିଷ୍କାର ଦାବି କରିଛି ବିଜେପି।ରାଜ୍ୟ ବିଜେପି ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ମନ୍ତ୍ରିମଣ୍ଡଳରୁ ମୁଖ୍ୟମନ୍ତ୍ରୀ…

ବଲାଙ୍ଗିର ଜାଲ ସାର୍ଟିଫିକେଟ ରାକେଟ: ମୁଖ୍ୟ ଅଭିଯୁକ୍ତଙ୍କ ସହ ୪ଜଣଙ୍କୁ ୩ ଦିନିଆରେ ରିମାଣ୍ଡରେ ନେଇ ଜେରା କରିବ କ୍ରାଇମବ୍ରାଞ୍ଜ

ବଲାଙ୍ଗିର: ବଲାଙ୍ଗିରରେ କିପରି ଚାଲିଥିଲା ଜାଲ ସାର୍ଟିଫିକେଟ ରାକେଟ । ଏସବୁ ଘଟଣାକୁ ଗୋଟି ଗୋଟି କରି କହିବେ ଅଭିଯୁକ୍ତ । ବଲାଙ୍ଗିର ଜାଲ ସାର୍ଟିଫିକେଟ ରାକେଟର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ଚାରି ଜଣଙ୍କୁ ଆଜି ଠାରୁ ରିମାଣ୍ଡରେ ଆଣୁଛି କ୍ରାଇମବ୍ରାଞ୍ଚ…

ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ | ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି | ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି…