ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଠକି ନେଇଥିଲେ ୨୫ ଲକ୍ଷ , ୩ ଭାଇ-ଭଉଣୀ ଗିରଫ
ସମ୍ବଲପୁର:ଏକ ଆନ୍ତଃ-ଜିଲ୍ଲା ସାଇବର ଓ ଆର୍ଥିକ ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାଶ । ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ସମ୍ବଲପୁର ସାଇବର, କ୍ରାଇମ୍ ଏବଂ ଇକୋନୋମିକ୍ ଅଫେନ୍ସ (CC & EO) ଥାନା ପୋଲିସ। ଫେସବୁକରେ ଫେକ୍ ଆଇଡି ଖୋଲି ଉଚ୍ଚ ରିଟର୍ଣ୍ଣର…