Category: ଅପରାଧ

ସ୍ତ୍ରୀକୁ କୋଦାଳରେ ହାଣି ହତ୍ୟା କଲା ସ୍ୱାମୀ

ବୌଦ୍ଧ: ଘରୋଇ କଳହର କରୁଣ ପରିଣତି । କୋଡିରେ ପିଟିପିଟି ସ୍ତ୍ରୀକୁ ହତ୍ୟାକଲା ସ୍ୱାମୀ । ବୌଦ୍ଧ ଥାନା ତେଲିବନ୍ଧ ଚନ୍ଦ୍ରପୁର ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ କନକ ପ୍ରଧାନ ।ହତ୍ୟାକାରୀ ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଫେରାର ଥିବା…

ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍‌

ଭୁବନେଶ୍ୱର : ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ଜୋରଦାର ତଦନ୍ତ କରୁଛି ସିବିଆଇ । ଆଜି ସିବିଆଇ ଟିମ୍‌ ଚନ୍ଦକା ଥାନାରେ ପହଞ୍ଚିଛି । ସୂଚନା ଅନୁସାରେ ସିବିଆଇ ପକ୍ଷରୁ ୫ ଜଣିଆ ଟିମ୍‌ ଚନ୍ଦକା ଥାନାରେ ପହଞ୍ଚି ୩ ଅଭିଯୁକ୍ତଙ୍କୁ…

ବାପାଙ୍କ ହତ୍ୟାର ୧୩ ବର୍ଷ ପରେ ପ୍ରତିଶୋଧ ନେଇ ୨ ଯୁବକ ଗିରଫ

କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଗଡ଼ମା ଗାଁର ମହେଶ୍ୱର ମାଝୀଙ୍କ ହତ୍ୟା ଘଟଣାରେ ପୁଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଉଛନ୍ତି ଗଡ଼ମା ଗାଁର କାଡ଼ମ୍ବାସା ପାଟମାଝୀ ଓ ସୁରେନ୍ଦ୍ର ପାଟମାଝୀ। ବ୍ରାହ୍ମଣୀଗାଁ ଥାନା ଅଧିକାରୀ ଚାପଧାରୀ ପ୍ରଧାନଙ୍କ ଠାରୁ…

ଚେକିଂ ଓ ବ୍ଲକିଂ ବେଳେ ପୋଲିସ ମାଡ଼ରେ ଦୁଇ ଯୁବକ ଆହାତ

ପାରାଦ୍ଵୀପ: ଅଭୟଚାନ୍ଦପୁର ପୋଲିସ ମାଡ଼ରେ ଦୁଇ ଯୁବକ ଆହାତ। ଆହତ ଯୁବକଙ୍କୁ ଅଠରବାଙ୍କି ମେଡିକାଲ ଭର୍ତ୍ତି କରାଯାଇଥିଲା। ଆହତ ଯୁବକ ହେଲେ ରାକେଶ ବେହେରା, ସତ୍ୟରଞ୍ଜନ ସ୍ଵାଇଁ। ଅଭୟଚାନ୍ଦପୁର ଥାନା ନିକଟରେ ପୋଲିସର ବ୍ଲକିଂ ଚାଲୁଥିବା ସମୟରେ ଘଟିଛି ଘଟଣା। ସୂଚନା…

ଦିବ୍ୟାଙ୍ଗ ଝିଅକୁ ଦଳି ଦେଲା ଦନ୍ତା ହାତୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଏକ ଜଙ୍ଗଲରେ ଶୁକ୍ରବାର ଜଣେ ଶ୍ରବଣ ଶକ୍ତି ହରାଇଥିବା ନାବାଳିକାକୁ ହାତୀ ଦଳି ଚକଟି ଦେବାରୁ ଝିଅଟିର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ତେଲକୋଇ ବ୍ଲକ୍ ଅନ୍ତର୍ଗତ ସିରିଆବାହାଲ…

୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୩ ଜଣଙ୍କୁ ବାନ୍ଧିଲା ସିବିଆଇ

ବାଲେଶ୍ୱର: ବାଲେଶ୍ବର ଜିଲ୍ଲା ‌ବାହାନଗା ଟ୍ରେନ୍‌ ଦୁର୍ଘଟଣା ମାମଲାରେ ତିନି ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ। ମିଳିଥିବା ସୂଚନା ମୁତାବକ ସିନିୟର ସେକ୍ସନ ଇଂଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମୀର ଖାନ ଓ ଟେକନିସିଆନ…

ବଢ଼ିଲା ବୀରେନ୍ଦ୍ର ଲାକ୍ରାଙ୍କ ଅଡୁଆ, ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

କଟକ: ଆନନ୍ଦ ଟପ୍ପୋଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ଅନ୍ତର୍ଜାତୀୟ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କର ଏହି ମୃତ୍ୟୁ ଘଟଣାରେ ଲିଙ୍କ ଥିବା ନେଇ ଅଭିଯୋଗ ଆଧାରରେ କୋର୍ଟ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆନନ୍ଦଙ୍କ…

ପୋଲିସ ଘରୁ ସୁନା ଅଳଙ୍କାର ଚୋରି କରିନେଇଗଲା ଚୋର

ଢେଙ୍କାନାଳ: ଅବକାରୀ ଇନ୍ସପେକ୍ଟରଙ୍କ ଘରୁ ଗୁରୁବାର ଦିନ ଲୁଟେରାମାନେ ଲକ୍ଷାଧିକ ଟଙ୍କା ଓ ସୁନାଗହଣା ଲୁଟି ନେଇଛନ୍ତି। କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜିରିଡାମାଳି ଠାରେ ଇନ୍ସପେକ୍ଟର ସଞ୍ଜୀବ କୁମାର ଶର୍ମା ସହର ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଶର୍ମା…

ଆଜି ତୃତୀୟ ଦିନରେ ବି ଚାଲିଛି ଡିଏନ ଗ୍ରୁପରେ ଆୟକର ଚଢଉ, ଗଣି ଗଣି ସରୁନି ଟଙ୍କା

ଭୁବନେଶ୍ୱର:ତିନି ଦିନ ହେଲାଣି ଚାଲିଛି ଚଢାଉ । ଯେତେ ଖୋଳିଲେ ସେତେ ବାହାରୁଛି ସମ୍ପତ୍ତି ତାଲିକା । ଆଜି ତୃତୀୟ ଦିନରେ ଚାଲିଛି ଡିଏନ ଗ୍ରୁପ ଉପରେ ଆୟକର ବିଭାଗର ଚଢାଉ । ପ୍ରଥମ ଦିନ ଚଢାଉରେ ୩୦ କୋଟି ଜବତ…