Category: ଅପରାଧ

ଲାଲବାହିନୀଙ୍କ ତାଣ୍ଡବ: ପୋଡିଦେଲେ ହାଇଓ୍ୱା ସମେତ ୯ଟି ମେସିନ୍

ରାୟଗଡ଼ା: ରାୟଗଡ଼ାରେ ପୁଣି ମାଓବାଦୀଙ୍କ ଲାଲ ତାଣ୍ଡବ। ମାଓବାଦୀମାନେ କ୍ରସରରେ ଥିବା ୨ଟି ପ୍ରୋକଲିନ ମେସିନ, ୫ଟି ହାଇୱା ଏବଂ ୨ଟି ଲୋଡର ସମେତ ୯ ଗାଡ଼ି ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ…

ଯୁବକଙ୍କୁ ମାଡ଼ ମାରି ରାଜଧାନୀରୁ ବନ୍ଧା ହେଲେ ‘ନକଲି ପୋଲିସ ଅଧିକାରୀ’

ଭୁବନେଶ୍ୱର: ନିଜକୁ ଥାନା ଅଧିକାରୀ ପରିଚୟ ଦେଇ ଯୁବକଙ୍କୁ ମାଡ଼ ମାରୁଥିବା ଜଣେ ନକଲି ପୋଲିସକୁ ଗିରଫ କରିଛି କମିଶନରେଟ୍ ପୋଲିସ । ଶୁକ୍ରବାର ପୋଲିସରେ ଏନେଇ ଅଭିଯୋଗ ପରେ ନକଲି ପୋଲିସ ଅଧିକାରୀ ରଶ୍ମି ରଞ୍ଜନ ଭୂୟାଁଙ୍କ ହାତରେ ହାତକଡ଼ି…

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା: ପୂର୍ବତନ DFO ଓ ରୋଷେୟାଙ୍କ ନାଁରେ NBW ଜାରି

ପାରଳାଖେମୁଣ୍ଡି: ପୁଣି ଚର୍ଚ୍ଚାରେ ACF ମୃତ୍ୟୁ ଘଟଣା । ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାରେ ୩ ଜଣଙ୍କ ନାଁ ଜାରି ହୋଇଛି ଜାମିନ ବିହୀନ ଗିରଫ ପରୱାନା । ମୃତ ସୌମ୍ୟଙ୍କ ପତ୍ନୀ ବିଦ୍ୟା ଭାରତୀ, ପୂର୍ବତନ ଡିଏଫଓ ଏବଂ ରୋଷୟାଙ୍କ ନାଁରେ…

ଭାରସାମ୍ୟ ହରାଇ ଗଛକୁ ପିଟିହେଲା କାର, ଦୁର୍ଘଟଣାରେ ୩ ମୃତ

ଉମରକୋଟ : ପୁଣି ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହାରଇ ଗଛକୁ ପିଟିଲା କାର, ୩ ମୃତ। ନବରଙ୍ଗପୁର ଜିଲ୍ଲା ଉମରକୋଟ-ଝରିଗାଁ ରାସ୍ତାର ବାସିନୀ ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଜଣେ ଗୁରୁତରଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…

ନାଗା ବାବା ଲୁଟିନେଲେ ସୁନାଗହଣା, ନନ୍ଦନକାନନ ଥାନାରେ ଅଭିଯୋଗ

ଭୁବନେଶ୍ୱର : ନାଗା ବାବା ଲୁଟିନେଲେ ସୁନାଗହଣା । ଭିକ୍ଷା ମାଗିବା ନାରେ ଘରକୁ ଆସି ସୁବିଧା ସୁଯୋଗ ଦେଖି ସୁନା ଗହଣା ଲୁଟିନେଇ ଛୁ ହୋଇଗଲେ ଉତର ପ୍ରଦେଶରୁ ଆସିଥିବା ନାଗାସାଧୁ । ଭୁବନେଶ୍ୱର ଉପକଣ୍ଠ ରଘୁନାଥପୁର ଗାଁରେ ଘଟିଛି…

ରାଜଧାନୀରେ ଲୁଟେରାକୁ ହାତଗୋଡ଼ ବାନ୍ଧି ଉଲଗ୍ନ କରି ପିଟିଲେ

ଭୁବନେଶ୍ୱର: ରାଜଧାନୀରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ଏକଦମ୍ ହୁଗୁଳା ହୋଇପଡିଛି । ନା ଥାନାର କୌଣସି ଭୟ ଅଛି ନା ପୁଲିସକୁ କୌଣସି ପ୍ରକାର ଖାତିର । ଶେଷ ସୀମାରେ ପହଞ୍ଚିଛି ଆଇନ୍ ଶୃଙ୍ଖଳା ପରିସ୍ଥିତି । ଜଣେ ଯୁବକଙ୍କୁ ରାଜଧାନୀ…

ଠିକାଦାର ରମେଶ ରାଉତ ହତ୍ୟା ଘଟଣା: ୪ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା: ଟାଙ୍ଗୀ ଥାନା ଅନ୍ତର୍ଗତ ଚନ୍ଦନେଶ୍ୱର ଛକରେ ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଦୁର୍ବୃତ୍ତଙ୍କୁ ପୁଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମନୋଜ ପରିଡ଼ା, ସନ୍ତୋଷ ପ୍ରଧାନ, ଦିଲ୍ଲୀପ କୁମାର…

ଗିରଫ ହେଲେ କୋଟିପତି ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ, ୫ କୋଟିରୁ ଅଧିକ ପରିମାଣର ସଂପତ୍ତି

ଭୁବନେଶ୍ବର: ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ। ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ…

ଭିଜିଲାନ୍ସ କୋର୍ଟରେ ହାଜର ହେବେ କୁବେର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ

ନବରଙ୍ଗପୁର: ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେବେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ଆଜି ସନ୍ଧ୍ୟାରେ ସୁନ୍ଦରଗଡ ଭିଜିଲାନ୍ସ କୋର୍ଟରେ ନବରଙ୍ଗପୁର ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ହାଜର କରିବ ଭିଜିଲାନ୍ସ । ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ…

ଉତ୍ସବ ଆପରେ ଜଗନ୍ନାଥଙ୍କ ନାଁରେ ଠକେଇ

ପୁରୀ: ଉତ୍ସବ ଆପରେ ଭକ୍ତଙ୍କୁ ଠକେଇ ଅଭିଯୋଗ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖିଛି ସିଂହ ଦ୍ୱାର ଥାନା। ଘଟଣାର ସତ୍ୟତା ଉପରେ ତଦନ୍ତ କରି ରିପୋର୍ଟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସୂଚନା ଅନୁଯାୟୀ ଭକ୍ତଙ୍କ ଭାବନା…