Category: ଅପରାଧ

ପୋଲ ତଳୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ୧୦ ଦିନ ହେଲା ନିଖୋଜ ଥିଲେ ଯୁବକ, ଯୁବତୀ। ପୋଲ ତଳୁ ମିଳିଲା ଦୁଇ ଜଣଙ୍କର ଗଳିତ ମୃତଦେହ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ…

ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ…

ଖଲ୍ଲିକୋଟ ହତ୍ୟାକାଣ୍ଡର ତଦନ୍ତ କରିବ SIT

ବ୍ରହ୍ମପୁର : ଖଲ୍ଲିକୋଟ ହତ୍ୟାକାଣ୍ଡର ତଦନ୍ତ କରିବ SIT । ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ଘଟଣାର ପୁଙ୍ଖୁନାପୁଙ୍ଖ ତଦନ୍ତ କରିବ। ଏହି…

ଥାନାରେ ପଶି ହତ୍ୟା ଅଭିଯୁକ୍ତଙ୍କୁ ଖସାଇ ନେବାକୁ ଉଦ୍ୟମ: ୯ ଗିରଫ, ୪ଟି ବାଇକ୍‌ ଜବତ

ଗଞ୍ଜାମ: ନିର୍ବାଚନ ସମୟରେ ଗଞ୍ଜାମ ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇ ପଡ଼ିଛି ଆଇନ ଶୃଙ୍ଖଳା ପରିସ୍ଥିତି। ଗତ ରାତିରେ କୋଦଳା ଥାନାରେ ପଶି ଜଣେ ହତ୍ୟା ଅଭିଯୁକ୍ତଙ୍କୁ ଟାଣି…

କାର୍ଯ୍ୟରତ ଡାକ୍ତରଙ୍କୁ ନିର୍ଦ୍ଧୂମ ଛେଚିଲେ ରୋଗୀଙ୍କ ସମ୍ପର୍କୀୟ

ସୋର: ଡାକ୍ତରଙ୍କୁ ଖୁବ୍ ପିଟିଲେ ରୋଗୀଙ୍କ ସମ୍ପର୍କୀୟ । କାର୍ଯ୍ୟରତ ଡାକ୍ତରଙ୍କୁ ରୋଗୀ ସମ୍ପର୍କୀୟ କଲେ ସଂଘବଦ୍ଧ ଆକ୍ରମଣ । ଏଭଳି ଅଭିଯୋଗ ଆସିଛି ବାଲେଶ୍ବର ଜିଲ୍ଲା…

ପୋଲସରାରେ ରାଜନୈତିକ ହିଂସା, ଗୁଳିକାଣ୍ଡରେ ଯୁବକ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ପରେ ଅଶାନ୍ତ ହୋଇପଡିଛି ପୋଲସରା । ପୋଲସରାରେ ଦେଖାଦେଇଛି ରାଜନୈତିକ ହିଂସା । ପୋଲସରାର ତୋଟା ସାହିରେ ଗୁଳିକାଣ୍ଡ ଘଟିଛି ।…

ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଲାଗୁ, କାର୍ଯ୍ୟରେ ଅବହେଳା ପାଇଁ ୪ ପୋଲିସ କର୍ମଚାରୀଙ୍କୁ ବଦଳି

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କଲା ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ପୋଷ୍ଟର ମାରିବାକୁ ନେଇ ଦୁଇ…

ପାକିସ୍ତାନରୁ ଆସୁଛି +୯୨ ନମ୍ବରରୁ ହ୍ୱାଟ୍ସଆପ୍ କଲ୍, ପୋଲିସ୍ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ

ହ୍ୱାଟ୍ସଆପ୍ (WhatsApp) କଲ୍ ରିସିଭ କରୁଥିଲେ ହୋଇଯାଆନ୍ତୁ ସାବଧାନ ! +92 ନମ୍ବର ଥିବା ହ୍ୱାଟ୍ସଆପ୍  କଲ୍ ଠାରୁ ଦୂରେଇ ରୁହିବାକୁ ଓଡ଼ିଶା ପୋଲିସର ପରାମର୍ଶ। ପାକିସ୍ତାନ…

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ବୋତଲ, ପଥର ମାଡ଼

ବ୍ରହ୍ମପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସାକାଣ୍ଡ ଘଟଣାରେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଆନ୍ଦୋଳନକାରୀମାନେ । ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ି ଘେରିଲେ…