Category: ଅପରାଧ

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ, ଜବତ ହୋଇଛି ବିଡା ବିଡା ଟଙ୍କା ଓ ପୁଳା ପୁଳା ସୁନା

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ । ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ । ଜବତ ହୋଇଛି ବିଡା ବିଡା ଟଙ୍କା ଓ ପୁଳା ପୁଳା…

ଶୁଭମିତ୍ରା ଦୀପକଙ୍କଠାରୁ ଦାବି କରୁଥିଲେ ୨୦ ଲକ୍ଷ

ଭୁବନେଶ୍ୱର: କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସ୍ଵାମୀ ତଥା ଅଭିଯୁକ୍ତ ଦୀପକଙ୍କଠାରୁ ଶୁଭମିତ୍ରା ୨୦ ଲକ୍ଷ ଟଙ୍କା ଦାବି କରୁଥିବା ପୁଲିସକୁ ତଥ୍ୟ ହସ୍ତଗତ ହୋଇଛି। ଉଭୟଙ୍କ ହ୍ବାଟ୍ସଆପ ଚାଟ୍‌ରୁ ଏହି ତଥ୍ୟ ଜଣାପଡ଼ିବା କୁହାଯାଉଛି।…

ମାଟି ତଳୁ ବାହାରିଲା କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ

ଭୁବନେଶ୍ୱର : ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ମାଟି ତଳୁ ଅଖାରେ ବନ୍ଧା ଯାଇଥିବା ଅବସ୍ଥାରେ ପୁଲିସ୍‌ ଶୁଭମିତ୍ରାଙ୍କ ମୃତଦେହକୁ ବାହାର କରିଛି। କେନ୍ଦୁଝର ପୁଲିସ୍…

ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ପୁରୀ : ପୁରୀ ବାଲିହରଚଣ୍ଡି ପୀଠରେ ଯୁବତୀଙ୍କୁ ଗଣଦୁର୍ଷମ ଅଭିଯୋଗ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ଆନ୍ଧ୍ରପ୍ରଦେଶରୁ ଅଭିଯୁକ୍ତ ମନୋଜ ବେହେରାକୁ ଗିରଫ କଲା ପୁରୀ ପୋଲିସ । ମୋଟ୍ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଆଜି ସମସ୍ତଙ୍କର…

ବଡ଼ଗଡ଼ ବ୍ରିଟ କଲୋନୀରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ: ସିସିଟିଭିରେ ଦୁଇ ଯୁବତୀଙ୍କ କାରନାମା କଏଦ

ଭୁବନେଶ୍ଵର: ବଡ଼ଗଡ଼ ବ୍ରିଟ କଲୋନୀରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ। ଝୁଲନ୍ତା ଅବସ୍ଥାରେ ଉଦ୍ଧାର କଲା ପୁଲିସ। ଘଟଣାରେ ଦୁଇ ଜଣ ଯୁବତୀଙ୍କୁ ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ନାଁ ହେଉଛି ଶୁଭମ ପଣ୍ଡା। ତାଙ୍କ ଘର ଯାଜପୁରର କୁଆଖିଆରେ ବୋଲି…

ସାନ ଭାଇକୁ ହତ୍ୟା କଲା ବଡ ଭାଇ

ସାନ ଭାଇକୁ ମାରି ମାଟି ତଳେ ପୋତିଥିଲା ବଡ ଭାଇ । ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି ଟିଟିଲାଗଡରେ । ଥାନାରେ ବଡ ଭାଇ ଆତ୍ମସମର୍ପଣ କରି ସବୁ ସତ ମାନିଥିବା ସୂଚନା ମିଳିଛି । ୫/୬ମାସ ତଳେ ହାଟପଦା ପଡାର…

ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ

ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା…

ଡେପୁଟି ଜେନେରାଲ୍ ମ୍ୟାନେଜରଙ୍କ ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍‌

ଭୁବନେଶ୍ବର : ମହାଧୂର୍ତ୍ତ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍(OPHWC) ବ୍ରହ୍ମପୁର ଡିଭିଜନ୍‌ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା। ଭିଜିଲାନ୍ସ ଟିମ୍‌କୁ ସକାଳୁ ସକାଳୁ ନିଜ ଘର ସମ୍ମୁଖରେ ଦେଖି ପଡ଼ୋଶୀର ଛାତକୁ ପିଙ୍ଗିଦେଲେ ବିଡ଼ା ବିଡ଼ା ନୋଟ।…

ଶ୍ମଶାନରୁ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ଦର ପୋଡ଼ା ମୃତଦେହ ଉଠାଇ ଆଣିଲା ପୁଲିସ୍‌

ଭୁବନେଶ୍ବର : ପରିବାର ଓ ସମ୍ପର୍କୀୟ ଜଣାଇଲେ ନାହିଁ। ତରବରିଆ ଭାବେ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ମୃତଦେହକୁ ଶଶ୍ମାନରେ ପୋଡ଼ି ଦେଉଥିଲେ ତାଙ୍କ ବୋହୂ। ପରିବାର ଲୋକଙ୍କଠାରୁ ଅଭିଯୋଗ ପାଇ ପୁଲିସ୍‌ ଶ୍ମଶାନରେ ପହଞ୍ଚି ନିଆଁ ଲିଭାଇ ଦରପୋଡ଼ା ମୃତଦେହକୁ ଜବତ…

ନାବାଳିକାଙ୍କ ପ୍ରେମରେ ପାଗଳ ଥିଲେ ବିବାହିତ ଯୁବକ, ଦୁହେଁ ଝୁଲି ପଡ଼ିଲେ

ସାଲେପୁର : ବିବାହିତ ହୋଇ ଘର ସଂସାର କରିବା ପରେ ବି ଜଣେ ନାବାଳିକାଙ୍କ ପ୍ରେମରେ ପାଗଳ ହେଲେ ଯୁବକ । ମାତ୍ର ପରିବାର ଆଗରେ ନିଜ ଭଲ ପାଇବା କଥା ଖୋଲିକି କହି ପାରିଲେନି କି ପ୍ରେମିକା ବିନା ରହି…