Category: ଅପରାଧ

୧୦ ଡକାୟତ ଗିରଫ: ୫ଲକ୍ଷ ଟଙ୍କା ଓ ଅଧ କେଜି ସୁନା ଜବତ

ସମ୍ବଲପୁର ପୁଲିସକୁ ମିଳିଛି ବଡ଼ ସଫଳତା। ଡକାୟତ ଗ୍ୟାଙ୍ଗର ୧୦ ଜଣଙ୍କୁ ଗିରଫ କରିଛି ପୁଲିସ। ସେମାନଙ୍କ ନିକଟରୁ ୫ ଲକ୍ଷ ୧୨ ହଜାର ଟଙ୍କା, ୪୮୦ ଗ୍ରାମ…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଫସିଛନ୍ତି ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ

ବ୍ରହ୍ମପୁର : ଖଲ୍ଲିକୋଟ ବିଶ୍ୱ ବିଦ୍ୟାଳୟରେ ରାଗିଂ ଅଭିଯୋଗ । ରାଧାକୃଷ୍ଣନ୍ ଛାତ୍ରାବାସରେ ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରମାନେ ଦ୍ୱୀତିୟ ବର୍ଷର ଛାତ୍ରଙ୍କୁ ଶାରୀରିକ ଓ ମାନସିକ…

ପଦ୍ମକେଶରୀପୁର ହିଂସା: ଆଉ ୩ ଗିରଫ

ଭୁବନେଶ୍ୱର ପଦ୍ମକେଶରୀପୁର ଗଣ୍ଡଗୋଳ ଓ ସୁଧ କାରବାର ମାମଲାରେ ଆଉ ୩ଜଣ ଗିରଫ। ମଞ୍ଚେଶ୍ୱେର ଥାନା ପୁଲିସ ଆଜି ମାମଲାରେ ଅନ୍ୟତମ ଅଭିଯୁକ୍ତ ଶୁଭଲକ୍ଷ୍ମୀ ଦାଶ, ଶୌଭାଗ୍ୟ…

ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର

କଟକ: ଭିଜିଲାନ୍ସ ଜାଲରେ କଟକ ମତ୍ସ୍ଯ ସମ୍ପଦ ବିଭାଗର ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ସରକାରୀ ଅର୍ଥ ଆତ୍ମସାତ ମାମଲାରେ ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ…

ଯୁବକଙ୍କ ସନ୍ଦେହ ଜନକ ଭାବେ ପଡିଥିବା ମୃତ ଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ପଂଚାୟତ ରତାଂଗ ମୁନିପଦା ତିନିଛକ ନିକଟରେ ମିଳିଛି ମୃତଦେହ । ଯୁବକଙ୍କ ସନ୍ଦେହ ଜନକ ଭାବେ ପଡିଥିବା ମୃତ ଦେହ…

ରେଢାଖୋଲରେ ଡବଲ ମର୍ଡର, ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀ ମୃତ

ରେଢାଖୋଲ : ରେଢାଖୋଲରେ ଘଟି ଯାଇଛି ଏକ ଲୋମହର୍ଷଣକାରୀ ଘଟଣା । ଜ୍ୱାଇଁ କରିଛି ଡବଲ ମଡର । ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶାଶୁ ଏବଂ ସ୍ତ୍ରୀଙ୍କର ହୋଇଛି…

କୁତ୍ରା ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ, ପ୍ରେମ ସମ୍ପର୍କକୁ ନେଇ ହତ୍ୟା

ସୁନ୍ଦରଗଡ଼ : ଗତ ଜୁଲାଇ 14 ରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ କାଶିପଡ଼ାରେ ଘଟିଥିବା ଡବଲମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । କୁତ୍ରା ପି…

ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର, ୨୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ମେଡିକାଲ ଅଫିସର । ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର…

ସ୍ତ୍ରୀକୁ ପିଟିପିଟି ମାରିଦେଲା ମଦ୍ୟପ ସ୍ୱାମୀ

ସୋର: ସ୍ତ୍ରୀକୁ ପିଟିପିଟି ମାରିଦେଲା ମଦ୍ୟପ ସ୍ୱାମୀ । ଗତକାଲି ବିଳମ୍ବିତ ରାତିରେ ଔପଦା ଥାନା କମାରପାଳ ଗ୍ରାମର ସ୍ୱାମୀ ପାଣ୍ଡୁ ସିଂ ମଦ ନିଶାରେ ସ୍ତ୍ରୀ ଜାନୁ…