ପାକିସ୍ତାନକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ
ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ। ଆସାମରୁ ମହମ୍ମଦ ଇକବାଲ ହୁସେନଙ୍କୁ ଗିରଫ କଲା ଏସଟିଏଫ୍ (STF)। କୋର୍ଟରେ ହାଜର ପରେ ୫ ଦିନିଆ ରିମାଣ୍ଡରେ ଆଣିଲା ଏସଟିଏଫ। ଓଟିପି ବିକ୍ରି କରି ମାସକୁ…
ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ। ଆସାମରୁ ମହମ୍ମଦ ଇକବାଲ ହୁସେନଙ୍କୁ ଗିରଫ କଲା ଏସଟିଏଫ୍ (STF)। କୋର୍ଟରେ ହାଜର ପରେ ୫ ଦିନିଆ ରିମାଣ୍ଡରେ ଆଣିଲା ଏସଟିଏଫ। ଓଟିପି ବିକ୍ରି କରି ମାସକୁ…
ବାରିପଦା: ମୟୁରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା କିଚେକେଶ୍ୱରୀ । ମା କିଚେକେଶ୍ୱରୀ ମନ୍ଦିର ଖିଚିଂ ଠାରେ ଅବସ୍ଥିତ । ଗତକାଲି ବିଳମ୍ବିତ ରାତ୍ରରେ ମା କିଚେକେଶ୍ୱରୀଙ୍କ ମୁଖ୍ୟ ଦାନ ହୁଣ୍ଡି ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ମନ୍ଦିର ସମୁଖରେ…
ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ସ୍ଥିତ କଂଗ୍ରେସ ଭବନ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ବୟସ ୩୫ ପାଖାପାଖି ହେବ । ତେବେ ଏହି ଯୁବକଜଣକ କିଏ ଏବଂ ଏଠାକୁ ତାଙ୍କର ମୃତଦେହ କେମିତି…
ଯାଜପୁର: ଯାଜପୁର ପୋଲିସକୁ ବଡ ସଫଳତା ମିଳିଛି । ଘରେ ପଶି ସୁନା ଅଳଙ୍କାର ଲୁଟି ନେଉଥିବା ଲୁଟେରା ଗ୍ୟାଙ୍ଗକୁ ପୋଲିସ ଗିରଫ କରିଛି । ସୂଚନା ଅନୁସାରେ ଏହି ଲୁଟେରା ଗ୍ୟାଙ୍ଗ ରାମବାଗ ବାମଦେବପୁର ଗାଁର ସୁଦୀପ ମହାରଣାଙ୍କ ଘରେ…
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ା ଜଙ୍ଗଲରେ ପୋଲିସ୍ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ମୃତ। ନାହାଡ଼ି ଜାଙ୍ଗଲରେ ଆଜି ସକାଳୁ ମାଓବାଦୀ କ୍ୟାମ୍ପ କରି ରହିଥିବା ନେଇ ଖବର ପାଇ ଚଢ଼ାଉ କରିଥିଲା…
ଆନନ୍ଦପୁର: ଭାଲୁ ଆକ୍ରମଣ ଜଣେ ବୃଦ୍ଧାଙ୍କ ମୃତ୍ୟୁ । କେନ୍ଦୁଝର ଆନନ୍ଦପୁର ଥାନା ପଣସଡିହା ପଞ୍ଚାୟତ ଡୁମରିଡିହା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଉଛନ୍ତି ସୁମୀ ଘାଗରାଇ । ସେ ନିକଟସ୍ଥ ଜଙ୍ଗଲକୁ ଶୌଚ ହେବାକୁ ଯାଇଥିବା ବେଳେ…
ଟ୍ରକ୍ ଓ କାର୍ ମୁହାଁମୁହିଁ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ତିଗିରିଆ ଥାନା ନୂଆସଡ଼କ ଛକରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଆହତଙ୍କୁ…
ଗଞ୍ଜାମ ଜିଲ୍ଲା ଶେରଗଡ଼ ସ୍ଥିତ ମହାତ୍ମା ଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସାବିତ୍ରୀ ବେହେରା ଓ ତାଙ୍କର ଦୁଇ ପୁଅଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଶାଶୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ୱାମୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ…
ଭୁବନେଶ୍ୱର : କମେଣ୍ଟମରାକୁ ବିରୋଧ କରିବାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଲକ୍ଷ୍ମସାଗର ଥାନା ବମିଖାଲର ରାକେଶ କୁମାର ବାରିକ ସେଲୁନରେ ଥିବା ୮ ଜଣ ଯୁବକ ଖଣ୍ଡା, ଭୁଜାଲି ଓ ଲୁହା ରଡରେ ଆକ୍ରମଣ କରିଥିଲେ । ଏଥିରେ ରାକେଶଙ୍କ…
ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଲଙ୍ଗଳେଶ୍ବର ଗାଁରେ ଅଭାବନୀୟ ଘଟଣା । ଘରୋଇ କଳହକୁ କେନ୍ଦ୍ର କରି ଭାଈକୁ ହାଣି ଦେଇଛି ଭାଈ । ସୂଚନା ଅନୁସାରେ ଗତକାଲି କୌଣସି କଥାକୁ ନେଇ ସୁଶାନ୍ତ ଗିରିଙ୍କର ତାଙ୍କ ମାଆ ସାବିତ୍ରୀ ଗିରିଙ୍କ ସହ…